Breaking News

ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||     

ପୋଲସରା ଡିଏମ ପି ସ୍କୁଲ ପକ୍ଷରୁ 77ତମ ବନ ମହୋତ୍ସବ ପାଳନ ||

18-Jul-2026

ପୋଲସରା ଡି.ଏମ୍.ପି. ସ୍କୁଲ ପକ୍ଷରୁ ୭୭ତମ ବନ ମହୋତ୍ସବ ପାଳନ।

ଓଡ଼ିଶା ଜନମତ,ପୋଲସରା,

ସନ୍ତୋଷ କୁମାର ପଣ୍ଡା, –  ତା --୧୮/୭/ ୨୦୨୬:----

  ପୋଲସରା  ଦାଶରଥିନଗର ସ୍ଥିତ ଦୀପକ୍ ମେମୋରିଆଲ ପବ୍ଲିକ ସ୍କୁଲ ପକ୍ଷରୁ ୭୭ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିଭା ରଥଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ  ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଅତିଥି ଭାବେ ପୋଲସରା ବନପାଳ ମୁନା ଦାସ ଓ ବନ ରକ୍ଷୀ କାର୍ତ୍ତିକ ସାହୁ,ବିଦ୍ୟାଳୟର ପରିଚାଳନା କମିଟି ମୁଖ୍ୟ ଭବାନୀ ଶଙ୍କର ରଥ ଓ ପୌର ପରିଷଦ କ୍ଷେତ୍ର ପରିଦର୍ଶକ ଭଗବାନ ପ୍ରଧାନ ଯୋଗଦେଇ  ବନ ମହୋତ୍ସବ ପାଳନ  ଆବଶ୍ୟକତା ଓ ଏବଂ  ଗୁରୁତ୍ୱ ଉପରେ ସୁଚିନ୍ତିତ ମତ ପ୍ରକାଶ କରି  ସମସ୍ତେ ଅନ୍ତତଃ ଗୋଟାଏ ଲେଖାଏଁ ଵୃକ୍ଷ ରୋପଣ କରିବା ଅନ୍ଯମାନଙ୍କୁ ପ୍ରବର୍ତ୍ତାଇବାକୁ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ବନପାଳ ଛାତ୍ରଛାତ୍ରୀମାନଙ୍କୁ ପରିବେଶ ସୁରକ୍ଷା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ସାମୁହିକ ଭାବେ ସଚେତନ ଶପଥ ପାଠ କରାଯିବା ପରେ  "ଏକ ପେଡ୍ ମା କେ ନାମ୍- ୦୩"  କୁ ସଫଳ କରିବା ପାଇଁ ସ୍ଥାନିୟ ଲୁଣିଘାଟି ଗୋପୀନାଥପୁର ଶାସନ ସ୍ଥିତ ମହାଦେବଙ୍କ ମନ୍ଦିର ପରିସରରେ ବିଭିନ୍ନ କିସମର ଚାରାରୋପଣ କାର୍ଯ୍ୟକ୍ରମ ସମ୍ପାଦନ କରାଯାଇଥିଲା।ଏଥିରେ ଉପସ୍ଥିତ ବନ ବିଭାଗର ଅତିଥିମାନଙ୍କ ମାର୍ଗଦର୍ଶନରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀଗଣ ସାମିଲ ହୋଇଥିଲେ। ଶେଷରେ ସଚେତନ ସ୍ଳୋଗାନ ପରେ କାର୍ଯ୍ଯକ୍ରମ ସମାପ୍ତ ହୋଇଥିଲା।

News Comment

You Might Also Like

BACK TO TOP