Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଚୋରାମଦ ବ୍ୟବସାୟୀ ମାନଙ୍କୁ ଧରି ପୋଲିସି ରେ ଜିମାଦେଲେ ଗ୍ରାମବାସୀ |

18-Jul-2026

ଗ୍ରାମବାସୀ ଦେଶୀ ମଦ ବୋଝେଇ ସ୍କୁଟିକୁ ଅଟକ ରଖି ପୁଲିସପାଖ   ରେ ଜିମାଦେଲେ | 

ଓଡିଶା ଜନ ମତ ବ୍ୟୁରୋ ,

ଅଧିକ ରୋଜଗାର ଆଶାରେ କିଛି ଯୁବଗୋଷ୍ଟି ଓଗରିବ, ମଧ୍ୟ ବିତ ପରିବାର ର ବ୍ୟକ୍ତି ମାନେ  ଅପରାଧିକ କାର୍ଯ୍ୟ ରେ ଲିପ୍ତ ରହିଥାନ୍ତି ||ବହୁଦିନ ରୁ ଏପରି ଏକ ଅପରାଧିକ କାର୍ଯ୍ୟରେ ଲିପ୍ତ ଥିବା ଓ ଚୋରାରେ ଦେଶୀ ମଦ ବିକୁଥିବା ବ୍ୟକ୍ତି ମାନଙ୍କୁ ପୋଲିସ ପାଖରେ ପହଞ୍ଚାଇ ପାରିଛନ୍ତି |ତାହାହେଲା ଖଣ୍ଡପଡ଼ା ଥାନା ଅଧୀନ ଖଳିସାହି ପଞ୍ଚାୟତ କୋଟପୋଖରୀ ଗ୍ରାମରେ ଦିର୍ଘ ଦିନ ଚୋରାରେ ଦେଶୀ ମଦ ବେପାର ଚଳାଇ ଆସୁଥିବା ଅଖିଳ ସ୍ବାଇଁଙ୍କ ଦେଶୀ ମଦ ବୋଝେଇ ହୋଇଥିବା ଏକ ସ୍କୁଟି ଗାଡିକୁ ସ୍ଥାନୀୟ ବାସିନ୍ଦା ଅଟକ ରଖି ଖଣ୍ଡପଡ଼ା ପୁଲିସକୁ ହସ୍ତାନ୍ତର କରିଥିବା ଜଣାଯାଇଛି। ଗ୍ରାମବାସୀଙ୍କ ଠାରୁ ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦେଶୀ ମଦ ବୋଝେଇ ହୋଇଥିବା ସ୍କୁଟି ଟି କୁ ମଦ ବେପାରୀଙ୍କ ବାସଗୃହ ସମ୍ମୁଖରୁ ଜବତ କରି ଖଣ୍ଡପଡ଼ା ଥାନାକୁ ନେଇଥିବା ଜଣାପଡିଛି।ତେବେ ମଦ ବେପାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ଏ ସଂର୍ପକରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିବା ଖଣ୍ଡପଡ଼ା ଥାନାଧିକାରୀ କୃତିବାସ ହରିଚନ୍ଦନଙ୍କ ଠାରୁ ପ୍ରକାଶ। ସୂଚନାଯୋଗ୍ଯ କୋଟପୋଖରୀ ଗ୍ରାମବାସୀଙ୍କ ବାରମ୍ବାର ବାରଣ ସତ୍ତ୍ବେ ମଧ୍ଯ ସଂପୃକ୍ତ ମଦ ବେପାରୀ ଜଣକ ବିଭିନ୍ନ ସମୟରେ ଗ୍ରାମବାସୀଙ୍କୁ ଗାଳିଗୁଲଜ କରି ଭୟଭୀତ କରିବା ସହ ନିର୍ବିଘ୍ନରେ ଚୋରାରେ ଦେଶୀ ମଦ ବେପାର  ଚଳାଇ ଆସୁଥିବା ଗ୍ରାମବାସୀଙ୍କ ସୂତ୍ରରୁ ଜଣାପଡିଛି।ଏହି ଘଟଣା ଏବେ ଖଳିସାହି ପଞ୍ଚାୟତରେ ଚର୍ଚ୍ଚାର ବିଷୟ ପାଲଟିଛି।

News Comment

You Might Also Like

BACK TO TOP