Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବାଲିଗୁଡା ରେ ମହାପ୍ରଭୁ ଜଗନ୍ନାଥ ବରାହ ରୂପରେ ଦର୍ଶନ ଦେଲେ |

19-Jul-2026

ମହାପ୍ରଭୁ ବରାହ ଅବତାରରେ ଦର୍ଶନ ଦେଲେ

ଓଡିଶା ଜନମତ, ବାଲିଗୁଡା, ତା, ୧୯/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : ------

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ  ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ମନ୍ଦିର ତରଫରୁ ଟ୍ରଷ୍ଟ ର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ। ମାଉସୀ ମା` ମନ୍ଦିର  ନିକଟରେ ନବଦିନ ବ୍ୟାପି ପ୍ରସାଦ ବଣ୍ଟନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜାରି ରହିଥ‌ିବା ବେଳେ ଶ୍ରୋତାମାନଙ୍କ ଗହଳି ହେଉଥିବା ଦେଖିବାକୁ ମିଳିଛି।

News Comment

You Might Also Like

BACK TO TOP