Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଡ଼ଃ ଭଗବାନ ତ୍ରିପାଠୀ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ଅଧକ୍ଷ ଭାବେ ଯୋଗଦେବେ |

19-Jul-2026

ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବରେ ଯୋଗଦେବେ ଡ଼ଃ ଭଗବାନ ତ୍ରିପାଠୀ। 

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୧୯/୦୭/୨୬:- -----

ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିର୍ଦେଶନାମା ଚିଠି ନମ୍ବର -39077/17/07/2026 ଅନୁସାରେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଇଂରାଜୀ ବିଭାଗର ରିଡର ତଥା ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ମହାବିଦ୍ୟାଳୟ, ଖଲ୍ଲିକୋଟର ଅଧ୍ୟକ୍ଷ ଡ଼ଃ ଭଗବାନ ତ୍ରିପାଠୀ ନୂତନ ଅଧ୍ୟକ୍ଷ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଭାବରେ ଯୋଗ ଦେବେ।ଏଠାରେ କାର୍ଯ୍ୟରତ ଥିବା ଅଧ୍ୟକ୍ଷ ଡ଼ଃ ଦିଲ୍ଲୀପ କୁମାର ନାୟକ ଙ୍କୁ ଜବାହରଲାଲ ନେହେରୁ ଡିଗ୍ରୀ ମହାବିଦ୍ୟାଳୟ, କୁଆଁପାଳ, କଟକ ର ଅଧ୍ୟକ୍ଷ ତଥା ସମ୍ପାଦକ ଭାବରେ ଯୋଗଦେବା ପାଇଁ ନିର୍ଦେଶ ହୋଇଛି।ପୋଲସରା ଅଞ୍ଚଳରେ ଉଚ୍ଚଶିକ୍ଷାର ବିକାଶ ପାଇଁ ଶ୍ରୀ ତ୍ରିପାଠୀ କାର୍ଯ୍ୟ କରିବେ ବୋଲି  ବୁଦ୍ଧିଜୀବୀ, ଛାତ୍ର ଛାତ୍ରୀ,ମହାବିଦ୍ୟାଳୟଅଧ୍ୟାପକ ଓ ଅଧ୍ୟାପିକା ମାନେ ଆଶା ବ୍ୟକ୍ତ କରିବା ସହ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

News Comment

You Might Also Like

BACK TO TOP