Breaking News

ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||     

ଟ୍ରାନ୍ସଫର ମ ଚାରିପଟେ ସୁରକ୍ଷା ବାଡ଼ ଦେବାକୁ ଅଞ୍ଚଳ ବାସୀଙ୍କ ଦାବି |

19-Jul-2026

 କେତେବେଳେ ଘଟିପାରେ ଅଘଟଣ, ସେଥିପାଇଁ ଟ୍ରାନ୍ସଫର୍ମର ଚାରିପାଖେ ସୁରକ୍ଷା ପ୍ରାଚୀର ନିର୍ମାଣ  ପାଇଁ ସ୍ଥାନୀୟ ଲୋକଙ୍କ ଦାବି |

 ବିଦ୍ୟୁତ ବିଭାଗ ଏବେ ଯେଉଁ ସବୁ ସ୍ଥାନରେ ତ୍ରାନ୍ସଫର୍ମ ବସୁଛି ଏବେ ଟିପିଡ଼ିସଏଲୋ  ନେବା ପରଠାରୁ ସେଠାରେ ବାଉଣ୍ଡ୍ରି କରାଯାଉଛି | କିନ୍ତୁ ଆଗରୁ ଯେଉଁ ସ୍ଥାନରେ ବିଦ୍ୟୁତ ଟ୍ରନ୍ସଫର୍ମ  ରହିଛି ସେଠାରେ ସୁରକ୍ଷା ପ୍ରାଚୀର ନାହିଁ | ଯାହା ଫଳରେ କେତେବେଳେ ମଧ୍ୟ କେଉଁ ଅଘଟଣ ଘଟିବ କହି ହେବନାହିଁ ତେଣୁ ଖଣ୍ଡପଡ଼ା ସହରର ସର୍ବ ପୁରାତନ ପିଏମଶ୍ରୀ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ନିକଟରେ ଓ ମୁଖ୍ଯ ରାସ୍ତା ପାର୍ଶ୍ବରେ ଖୋଲା ମେଲାରେ ଅବସ୍ଥିତ ବିଦ୍ୟୁତ ଟ୍ରାନ୍ସଫର୍ମରଟି ଛାତ୍ରଛାତ୍ରୀ ଓ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ବିପଦର କାରଣ ପାଲଟିଥିବା ଜଣାପଡିଛି।ଉକ୍ତ ବିଦ୍ୟୁତ ଟ୍ରାନ୍ସଫର୍ମର ଚାରିପାଖରେ ଏକ ସୁରକ୍ଷା ପ୍ରାଚୀର ନିର୍ମାଣ ନିମନ୍ତେ ବିଦ୍ୟାଳୟ କର୍ତ୍ତୃପକ୍ଷ, ବିଦ୍ୟୁତ ବିତରଣ କମ୍ପାନୀ ଟାଟା ପାଓ୍ବାର କର୍ତ୍ତୃପକ୍ଷଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରି ଆସୁଛନ୍ତି। ମାତ୍ର ଟାଟା ପାଓ୍ବାର କର୍ତ୍ତୃପକ୍ଷ ସବୁ ଦେଖି ମଧ୍ଯ  କୌଣସି ପଦକ୍ଷେପ ନେଉ ନଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ରାସ୍ତାଦେଇ ଦୈନିକ ଶହଶହ ଜନସାଧାରଣଙ୍କ ଠାରୁ ଆରମ୍ଭ କରି ଛାତ୍ରଛାତ୍ରୀମାନେ ଅନୁଷ୍ଠାନକୁ ଯାତାୟତ କରୁଥିବା ବେଳେ ଉକ୍ତ ବିଦ୍ୟୁତ ଟ୍ରାନ୍ସଫର୍ମର ଯୋଗୁଁ ପ୍ରତି ମୁହୁର୍ତ୍ତରେ ଅଘଟଣ ଘଟିବାର ଆଶଙ୍କା ରହିଛି।ତେଣୁ ସର୍ବସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଖୋଲାମେଲାରେ କାର୍ଯ୍ଯ କରୁଥିବା ଉକ୍ତ ବିଦ୍ୟୁତ ଟ୍ରାନ୍ସଫର୍ମର ଚତୁଃପାର୍ଶ୍ବରେ ସୁରକ୍ଷା ପ୍ରାଚୀର ନିର୍ମାଣ ନିମନ୍ତେ ଟାଟା ପାଓ୍ବାର ଉଚ୍ଚ କର୍ତ୍ତୃପକ୍ଷ ଓ ସ୍ଥାନୀୟ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି। ଯଦି ଏହାଉପରେ କିଛି କାର୍ଯ୍ୟ କାରି ନହୁଏ ତେବେ ଗ୍ରାମବାସୀ ଆଗାମୀ ଦିନରେ କିମ୍ବା କିଛି ଅଘଟନ ଘଟିଲେ ରାସ୍ତା ରୋକ ଓ ଅନଶନ କରିବାକୁ ବାଧ୍ୟ ହେବେବୋଲ ଚେତାବନ ଦେଇଛନ୍ତ | | 

News Comment

You Might Also Like

BACK TO TOP