Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଜୟପୁର ଜେଲ ଭିତରେ ଦୁଇ କଏଦୀ ଙ୍କ ବାହାଘର ଅନୁଷ୍ଠିତ |

20-Jul-2026

 ଦୁଇ କଏଦୀଙ୍କ ଜେଲ ଭିତରେ ହେଲା ଶୁଭ ବିବାହ |

ଓଡିଶା ଜନ ମତ ବ୍ୟୁରୋ,

     ଜେଲ ଭିତରେ ରହୁଥିବା ପୁରୁଷ କଏଦୀ ଓ ମହିଳା କଏଦୀ ମାନଙ୍କ ବିଭିନ୍ନ ମେଳା , ମହୋତ୍ସବ କିମ୍ବା ପୂଜା ପାର୍ବଣ ଦିନରେ ଏକାଠି ହୋଈ ଥାନ୍ତି |  ସେହି ଦିନମାନଙ୍କରେ  ଏମାନଙ୍କର ଦେଖା ସାକ୍ଷାତ ହୋଉ ତାହା ପ୍ରଥମେ ପ୍ରେମ ଓପରେ ବାହାଘର ର ରୂପ ନେଇଥାଏ  | ଜେଲ୍ ଭିତରେ ବାଜିଲା ସାହାନାଇ। କାରାଗାର ପାଲଟିଲା ବିବାହ ମଣ୍ଡପ। ଆଇନଗତ ଅନୁମତି ଓ ଜେଲ୍ ପ୍ରଶାସନଙ୍କ ଉପସ୍ଥିତିରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ଦୁଇ କଏଦୀ। ଜେଲ୍ ପରିସରରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି | ଜୟପୁର ଜେଲ ଭିତରେ ବାଜିଲା ସାହାନାଇ  |କାରାଗାର ପାଲଟିଲା ବିବାହ ମଣ୍ଡପ | ଆଇନ ଗତ ଅନୁମତି ଓଜେଲ ପ୍ରଶାସନ ଙ୍କ ଉପସ୍ଥିତି ରେ  ବିବାହ ବନ୍ଧନ ରେ ଆବଦ୍ଧ ହେଲେ ଦୁଇ କଏଦୀ | ଜେଲ ପରିସରରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା |ଆଇନ ଅନୁଯାୟୀ ସମସ୍ତ ଆବଶ୍ୟକ ଅନୁମତି ପରେ କାରାଗାର ଭିତରେ ଦୁଇ କଏଦୀ ଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି | ଜେଲର ସନ୍ତୋଷ ପଟ୍ଟନାୟକ ଓ ବିଧାୟକ ତାରାପ୍ରସାଦ ବାହିନୀ ପତି ଙ୍କ ତତ୍ୱାବଧାନରେ ପରିବାର ସଦସ୍ୟ ଓ କିଛିନିକ  ସମ୍ପର୍କୀୟ ମାନଙ୍କ ଉପସ୍ଥିତି ରେ ବିବା  ସମସ୍ ରୀତିନୀତ ପାଳ କରାଯାଇଥିଲ  | ବରକନ୍ୟା ଉଭୟେ ପରସ୍ପର କୁ ବରଣ ମାଳା ପିନ୍ଧାଇବା ସହ ବିବାହ ବନ୍ଧନ ରେ ଆବଦ୍ଧ ହୋଇ 

ଥିଲେ|ଏହି ବିବାହକୁ ନେଇ କାରାଗାର ମଧ୍ୟରେ ଏକ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା  |ଘଟଣା ଟି ସ୍ଥାନୀୟ ଅଞ୍ଚଳ ରେ ଚର୍ଚ୍ଚା ର ବିଷୟ ପାଲଟିଛି | 

News Comment

You Might Also Like

BACK TO TOP