Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ଗ୍ରାମ୍ୟ ରାସ୍ତା କାହାପାଇଁ,????||

21-Jul-2026

ରାସ୍ତରେ ଯାତାୟାତ ଯୋଗୁଁ ଲୋକଙ୍କ ଅସନ୍ତୋଷ | 

ଓଡିଶା ଜନ ମତ ବ୍ୟୁରୋ,

 କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଲୋକଙ୍କ ଯାତାୟତ ପାଇଁ ବିଭିନ୍ନ ଯୋଜନାରେ  ରାସ୍ତା ତିଆରି ପାଇଁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରୁଥିଲା ବେଳେ ସେହି ଯୋଜନା ରୁ ବାଦ ପଡିଛନ୍ତି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ପାଳିଆ ପଞ୍ଚାୟତରେ ଦେଖାଦେଇଛି ଗମନାଗମନର ସଂଘାତିକ ଚିତ୍ର। ପାଳିଆ ପଞ୍ଚାୟତ ଅନ୍ତର୍ଗତ ବେଳଝରୀରୁ ଡୁମୁରିପଦ ପର୍ଯ୍ୟନ୍ତ ଥିବା ପ୍ରାୟ ଏକ କିଲୋମିଟର ଦୀର୍ଘ କାଚା ରାସ୍ତା ବର୍ତ୍ତମାନ ବର୍ଷା ଯୋଗୁଁ ସମ୍ପୂର୍ଣ୍ଣ କାଦୁଅରେ ପରିଣତ ହୋଇଛି। ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ କାଦୁଅ ଜମି ରହିଥିବାରୁ ମୋଟରସାଇକେଲ ତଥା ଅନ୍ୟାନ୍ୟ ଯାନବାହନ ଚଳାଚଳ କରିବା ଏକପ୍ରକାର ଅସମ୍ଭବ ହୋଇପଡ଼ିଛି।ପ୍ରତିବର୍ଷ ବର୍ଷା ଋତୁ ଆସିଲେ ବେଳଝରୀ, ଡୁମୁରିପଦର ଏବଂ ଡିଉଡୁଗୁଡ଼ା ଗ୍ରାମର ହଜାର ହଜାର ବାସିନ୍ଦା ଏହି ମରଣଯନ୍ତା ସଦୃଶ ରାସ୍ତା ପାଇଁ ଚରମ ଦୁର୍ଭୋଗ ଭୋଗୁଛନ୍ତି। ସବୁଠାରୁ ଗୁରୁତର ବିଷୟ ହେଉଛି, ଗ୍ରାମରେ କୌଣସି ଗର୍ଭବତୀ ମହିଳା କିମ୍ବା ଗୁରୁତର ରୋଗୀଙ୍କ ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଆବଶ୍ୟକ ହେଲେ ଆମ୍ବୁଲାନ୍ସ ଡାକିଲେ ମଧ୍ୟ କାଦୁଅ ରାସ୍ତା ଯୋଗୁଁ ଗାଁକୁ ଗାଡ଼ି ପହଞ୍ଚି ପାରୁନାହିଁ। ଫଳରେ ରୋଗୀଙ୍କୁ ଡାକ୍ତରଖାନା ନେବାରେ ଅହେତୁକ ବିଳମ୍ବ ହେଉଛି ଏବଂ ମୌଳିକ ସ୍ୱାସ୍ଥ୍ୟସେବା ବାଧାପ୍ରାପ୍ତ ହେଉଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।ସାଧାରଣ ଲୋକଙ୍କ ଦୈନନ୍ଦିନ ଯାତାୟାତ ଓ ଜରୁରୀ ସେବାକୁ ଆଖି ଆଗରେ ରଖି ପ୍ରଶାସନ ଓ ସ୍ଥାନୀୟ ଜନପ୍ରତିନିଧିମାନେ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ବେଳଝରୀ–ଡୁମୁରିପଦର ରାସ୍ତାକୁ ଯଥାଶୀଘ୍ର ପକ୍କା ରାସ୍ତାରେ ପରିଣତ କରିବା ପାଇଁ ଅଞ୍ଚଳରେ ଦାବି ଜୋର ଧରିଛି।

News Comment

You Might Also Like

BACK TO TOP