Breaking News

ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||     

ବେଆଇନ ମଦ ଜବତ କରି ଦୁଇ ଜଣଙ୍କୁ କୋର୍ଟ ଛାଲାଣ କଲେ ଆଠଗଡ଼ କଟକ ଅବକାରୀ ପୋଲିସ |

21-Jul-2026

ଅବକାରୀ ବିଭା  ଚଢ଼ଉର ଦୁ ଅଭିଯୁକ୍ ଗିର ସ  ୪୨୦ ଲିଟର ଦେଶୀ ମଦ ଜବତ | 

ଓଡିଶା ଜନ ମତ ବ୍ୟୁରୋ, 

କୌଣସି ନିତି ନିୟମ କୁ ମାନୁ ନାହାନ୍ତି ଅମାନିଆ ଅପରାଧୀ ମାନେ | ଅଳ୍ପ ପରିଶ୍ରମ ରେ ଲକ୍ଷ, ଲକ୍ଷ ଟଙ୍କାର ଆଦାୟ ର ସ୍ୱପ୍ନ ଦେଖି ସେମାନେ ପାଦ ଥାପୁଛନ୍ତି ଏହି ଅସୁବିଧା ଜନକ ଅପରାଧିକ ରାସ୍ତାରେ ଏପରି ଏକ ଅପରାଧୀ ମାନଙ୍କୁ ଧରିଛି ଅବକାରୀ ବିଭାଗ | କଟକ ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀ କରୁଣା ଶଙ୍କର ତିଓ୍ବାରୀଙ୍କ ନିର୍ଦେଶ କ୍ରମେ ଏବଂ ଆଠଗଡ ଅବକାରୀ ଉପ ଅଧୀକ୍ଷକ ଶ୍ରୀ ସିଏଚ ତିରୁପଥ୍ ଏବଂ ଆଠଗଡ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପଧାନଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ତିଗିରିଆ ଥାନା ଅନ୍ତର୍ଗତ ନୁଆସଡକ ଛକରେ ଏକ ଅବକାରୀ ଚଢ଼ଉ କରାଯାଇ ଥୁଲା। ଉକ୍ତ ଚଢ଼ଉରେ ସର୍ବମୋଟ ୪୨୦ ଲିଟର ଦେଶୀ ମଦ ସହିତ ଏକ ମହିନ୍ଦ୍ରା ବୋଲେରୋ ଙଜ-୦୨-ତ-୦୦୨୯ ଗାଡ଼ି ଜବତ କରାଯାଇଛି।ଏକ ଅବକାରୀ ମାମଲା ରୁଜୁ କରାଯାଇ ୨ ଜଣଆସାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥୁବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP