Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ସେରିଗୁମାରେ ବିଜେପିରେ ମିଶିଲେ ବହୁତ କର୍ମୀ |

21-Jul-2026

ସେରିଗୁମାରେ ଭାଜପାର ବିଶାଳ ମିଶ୍ରଣ ପର୍ବ : ବିଭିନ୍ନ ଦଳ ଛାଡ଼ି ୨୦୦ରୁ ଅଧିକ କର୍ମୀ ପଦ୍ମ ଧରିଲେ |

ଓଡିଶା ଜନମତ ରାୟଗଡା , ୨୧/୭,

କାମେଶ୍ୱର କରକରିଆ ;---------

 ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମାଠାରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମାଝିଗୁଡ଼ା ମଣ୍ଡଳ ସଭାପତି ଅନିଲ କୁମାର ଜାଡିଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳରୁ ପ୍ରାୟ ୨୦୦ରୁ ଅଧିକ କର୍ମୀ ନିଜ ନିଜ ଦଳ ଛାଡ଼ି ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତୃବୃନ୍ଦ ନୂତନ କର୍ମୀମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିବା ସହ ସଂଗଠନକୁ ଗ୍ରାମସ୍ତରରେ ଆହୁରି ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେଇଥିଲେ।ଏହି ଅବସରରେ ରାୟଗଡ଼ା ଏସଡିସି ଅଧ୍ୟକ୍ଷ ବିଦ୍ୟାଧର ଶବର, ପୂର୍ବତନ ସାଂସଦ ପ୍ରାର୍ଥୀ କାଳୀ ମାଝୀ, ଭାଜପା ଜିଲ୍ଲା ସଭାପତି ଗୋପୀ ଆନନ୍ଦ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶ୍ୱିନୀ କୋଞ୍ଚାଡ଼ା ଏବଂ ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ଉମେଶ ଖୋସଲା ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମୀମାନଙ୍କୁ ଉତ୍ସାହିତ କରିବା ସହ ଦଳର ସଂଗଠନ ବିସ୍ତାର ଏବଂ ବିକାଶମୂଳକ ଲକ୍ଷ୍ୟ ଉପରେ ଆଲୋକପାତ କରିଥିଲେ।ସେହିପରି ଜିଲ୍ଲା ସାଧାରଣ ସମ୍ପାଦକ ଭିକାରୀ ନାହକ, ଜିଲ୍ଲା ଉପସଭାପତି ଦୁଷ୍ମନ୍ତ ସିଂହଦେଓ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରାଜିତା କୋରାଡ଼ା, ମଣ୍ଡଳ ସାଧାରଣ ସମ୍ପାଦକ କେଶରୀ ଭତ୍ରାଙ୍କ ସମେତ ମଣ୍ଡଳ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।ବକ୍ତାମାନେ କହିଥିଲେ ଯେ, ଏତେ ସଂଖ୍ୟକ କର୍ମୀଙ୍କ ଭାଜପାରେ ଯୋଗଦାନ ଆଗାମୀ ଦିନରେ ସେରିଗୁମା ପଞ୍ଚାୟତ ସହ ସମଗ୍ର ମାଝିଗୁଡ଼ା ମଣ୍ଡଳରେ ଦଳର ସଂଗଠନକୁ ଅଧିକ ସଶକ୍ତ ଓ ସୁଦୃଢ଼ କରିବ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ।

News Comment

You Might Also Like

BACK TO TOP