Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବେଦାନ୍ତ ର ବକ୍ସାଇଟ ଡ଼ମ୍ପିଙ୍ଗ କୁ ବିରୋଧ ରେ ଶିବ ପଦର ପଞ୍ଚାୟତ ବାସୀଙ୍କ 46ଦିନ ଧରି ଶାନ୍ତିପୂର୍ଣ ଆନ୍ଦୋଳନ |

21-Jul-2026

ବେଦାନ୍ତର ବକ୍ସାଇଟ୍ ଡମ୍ପିଂକୁ ବିରୋଧ: ଶିବପଦର ପଞ୍ଚାୟତବାସୀଙ୍କ ୪୬ ଦିନ ଧରି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ

ଓଡିଶା ଜନମତ ରାୟଗଡା,୨୧/୭,

କାମେଶ୍ୱର କରକରିଆ): -----

ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ୍‌ର ଶିବପଦର ପଞ୍ଚାୟତ ଅନ୍ତର୍ଗତ ଦହିଖାଲ ରେଳ ଷ୍ଟେସନ ନିକଟରେ ବେଦାନ୍ତ କମ୍ପାନୀ ପକ୍ଷରୁ ବକ୍ସାଇଟ୍ ଡମ୍ପିଂ ଓ ପରିବହନକୁ ବିରୋଧ କରି ସ୍ଥାନୀୟ ଜନସାଧାରଣଙ୍କ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି। ଗତ ଜୁନ୍ ୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନକୁ ଆଜି ୪୬ ଦିନ ବିତିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସ୍ଥାୟୀ ପଦକ୍ଷେପ ନିଆଯାଇନଥିବା ଅଭିଯୋଗ କରିଛନ୍ତି ଆନ୍ଦୋଳ ନକାରୀ।ଆନ୍ଦୋଳନକାରୀଙ୍କ କହିବା ଅନୁସାରେ, ଦହିଖାଲ ରେଳ ଷ୍ଟେସନରେ ବକ୍ସାଇଟ୍ ଅନଲୋଡ୍ କରାଯାଇ ବେଦାନ୍ତ କମ୍ପାନୀକୁ ପରିବହନ କରାଯାଉଛି। ଏହା ଫଳରେ ଅଞ୍ଚଳର ପରିବେଶ, ଜଳ, ଜମି ଓ ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡ଼ିବ ବୋଲି ସେମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଧୂଳି ପ୍ରଦୂଷଣ ଯୋଗୁଁ ବିଭିନ୍ନ ରୋଗ ବ୍ୟାପିବା ସହ ପରିବେଶର କ୍ଷତି ହେବାର ସମ୍ଭାବନା ଥିବାରୁ ସେମାନେ ଏହି ରାସ୍ତାରେ ବକ୍ସାଇଟ୍ ପରିବହନକୁ ବିରୋଧ କରୁଛନ୍ତି।
ପଞ୍ଚାୟତବାସୀଙ୍କ ଦାବି ହେଉଛି, ସେମାନଙ୍କ ମୌଳିକ ଅଧିକାର ଓ ପରିବେଶ ସୁରକ୍ଷାକୁ ସମ୍ମାନ ଦିଆଯାଉ। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି।ଆଜିର ଆନ୍ଦୋଳନରେ ଶିବପଦର ପଞ୍ଚାୟତର ବହୁ ସଂଖ୍ୟକ ମହିଳା ଓ ପୁରୁଷ ସାମିଲ ହୋଇ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସ୍ଥାନୀୟ ଲୋକଙ୍କ ସ୍ୱାର୍ଥ ଓ ପରିବେଶ ସୁରକ୍ଷା ପାଇଁ ଏହି ଆନ୍ଦୋଳନ କରାଯାଉଥିବା ସେମାନେ କହିଛନ୍ତି।

News Comment

You Might Also Like

BACK TO TOP