Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ର "ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା ଅନୁଷ୍ଠିତ ||

22-Jul-2026

" ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା

ଓଡିଶା ଜନମତ,ବାଲିଗୁଡା, ତା, ୨୨/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : -----

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ଯକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ " ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ) ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ସ୍ଥାନୀୟ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର  ମୁଖ୍ଯ ପରିଚାଳକ ଅକ୍ଷୟ କୁମାର ବେହେରା ସମ୍ୱଳ ବ୍ଯକ୍ତିତ୍ୱ ଭାବେ ଯୋଗ ଦେଇ ନିଜର ବକ୍ତବ୍ଯ ପ୍ରଦାନ କରିଥିଲେ l ଅଧ୍ଯକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ଯ ସ୍ୱାଗତ ସମ୍ଭାଷଣ ସହ କାର୍ଯକ୍ରମର ଅନ୍ତ୍ରନିହିତ ଉଦ୍ଦେଶ୍ଯ ପ୍ରଖ୍ଯାପନ କରିଥିଲେ l ଏକାଉଣ୍ଟ ବର୍ସର ସରୋଜ କୁମାର ପାଠୀ ବିଶ୍ଳେଷଣାତ୍ମକ  ଟିପ୍ପଣୀ ରଖିଥିଲେ l ଅନ୍ତଃ ଗୁଣବତ୍ତା ପ୍ରକୋଷ୍ଠ ସଂଯୋଜକ ହିମାଂଶୁ ଚରଣ ସାହୁ, କାର୍ଯ୍ୟକ୍ରମ ସଂଯୋଜକ ତାପସ କୁମାର ବାରିକ ପ୍ରମୁଖ ଉପସ୍ଥିତ ରହି ଉଦବୋଧନ  ଦେଇଥିଲେ l ଶେଷରେ ନାକ୍ ସଂଯୋଜକ ଡ.ସୁଶାନ୍ତ କୁମାର ଦାସ ଧନ୍ଯବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP