Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣ ରେ ଜଣେ ଗୁରୁତର |

22-Jul-2026

ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଟାଙ୍ଗିଆ ଆକ୍ରମଣରେ ଜଣେ ଗୁରୁତର

ଘରେ ଘରେ ପଶି କବାଟ, କାନ୍ଥ ଓ ଛପର ଭାଙ୍ଗିଲେ; ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖିଛି

ଓଡିଶା ଜନମତ ରାୟଗଡା, ୨୨/୭,

କାମେଶ୍ୱର କରକରିଆ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତ ହିରସୁଳି ଗ୍ରାମରେ ବୁଧବାର ରାତିରେ ଜଣେ ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡ ଯୋଗୁଁ ସମଗ୍ର ଗ୍ରାମରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହି ଘଟଣାରେ ଗ୍ରାମର ଜଣେ ବ୍ୟକ୍ତି ଟାଙ୍ଗିଆ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ବେଳେ ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।ସୂଚନା ଅନୁଯାୟୀ, ହିରସୁଳି ଗ୍ରାମର ଜଇସିଂ ମାଞ୍ଜିକା (୪୨) ଯିଏ କି ମାନସିକ ଅସୁସ୍ଥତାରେ ପୀଡ଼ିତ ବୋଲି ସ୍ଥାନୀୟ ଲୋକେ କହିଛନ୍ତି, ରାତି ପ୍ରାୟ ୯ଟା ସମୟରେ ଟାଙ୍ଗିଆ ଧରି ଗାଁର ବିଭିନ୍ନ ଘରକୁ ଯାଇ କବାଟ, କାନ୍ଥ, ଛପର ଓ ସିଟ୍‌କୁ ହାଣି କ୍ଷତିଗ୍ରସ୍ତ କରିଥିଲେ। ଏହାପରେ ସେ ଗ୍ରାମର ରଘୁନାଥ କାଡ୍ରାକା (୪୬) ଙ୍କ ଘରକୁ ପଶି ଟାଙ୍ଗିଆରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ରଘୁନାଥ କାଡ୍ରାକା ଗୁରୁତର ଆହତ ହୋଇଥିବା ବେଳେ ଚରଣ କାଡ୍ରାକା ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ଘଟଣା ପରେ ଗ୍ରାମବାସୀ କଲ୍ୟାଣସିଂହପୁର ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ଅଜିତ ପରିଡାଙ୍କ ନିର୍ଦ୍ଦେଶରେ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଜଇସିଂ ମାଞ୍ଜିକାଙ୍କୁ କାବୁ କରି ଥାନାକୁ ଆଣି ଅଟକ ରଖିଛି। ଅନ୍ୟପକ୍ଷରେ ଗୁରୁତର ଆହତ ରଘୁନାଥ କାଡ୍ରାକାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।ଘଟଣାକୁ ନେଇ ଗ୍ରାମରେ ଭୟ ଓ ଆତଙ୍କର ପରିବେଶ ଦେଖାଦେଇଥିବା ବେଳେ ପୋଲିସ ମାମଲାର ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛି।

News Comment

You Might Also Like

BACK TO TOP