Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ଖୋର୍ଦ୍ଧା ଜିଲ୍ଲପାଳଙ୍କୁ ସାମାଜିକ ସୁରକ୍ଷା ଅଧିକାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ |

23-Jul-2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ସାମାଜିକ ସୁରକ୍ଷା ଅଧିକାରୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ ||

ଓଡିଶା ଜନ ମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ :----

  ଅଲ୍ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ ପକ୍ଷରୁ ବିଭିନ୍ନ ସାଙ୍ଗଠନିକ ସମସ୍ୟା ଏବଂ ଦରମା ବୃଦ୍ଧି ସହ ୮ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲ୍ଲାପାଳ  ପ୍ରଦାନ କରାଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲୀପ କୁମାର ହିଆଲ ଙ୍କ ନେତୃତ୍ବରେ ସଂଘର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କ ଅନୁପସ୍ଥିତ ରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଭେଟି ଏହି ଦାବିପତ୍ର ହସ୍ତାନ୍ତ ର କରିଛନ୍ତି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ସମସ୍ତ ଉପଖଣ୍ଡ ସାମାଜି କ ସୁରକ୍ଷା ଅଧିକାରୀ, ପ୍ରୋଗ୍ରାମ ଆସିଷ୍ଟାଟ ଏବଂ ଜୁନିଅର ଆସିଷ୍ଟାଟମାନେ ଉପସ୍ଥିତ ଥିଲେ । ସଂଘ ପକ୍ଷରୁ ଦର୍ଶାଯାଇଛି ଯେ, ସାମାଜିକ ସୁରକ୍ଷା ବିଭାଗ ସହିତ ଅନ୍ୟାନ୍ୟ ୫ଟି ଗୁରୁତ୍ଵପୂର୍ଣ୍ଣ ବିଭାଗର କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କର ପେ-ଲେଭଲ୍‌କୁ ବୃଦ୍ଧି କରାଯାଉ ନାହିଁ, ଯାହାଫଳରେ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ୨୦୨୩ ମସିହାରେ ପ୍ରକାଶିତ ସାମାଜିକ ସୁରକ୍ଷା ଅଧିକାରୀଙ୍କ କ୍ୟାଡ଼ର ପୁନର୍ଗଠନ କୁ ତ୍ଵରିତ ଲାଗୁ କରିବା, ଦରମା ସ୍ତର ୯ରୁ ୧୦କୁ ବୃଦ୍ଧି କରିବା, ଗ୍ରାମ ପଂଚାୟତ ସ୍ତରରେ ସହାୟକ ନିଯୁକ୍ତି, ବାକି ଥ‌ିବା ଏମଏସିପି ପ୍ରଦାନ, ୨୦୧୪ ପୂର୍ବରୁ ଯୋଗ.ଦେଇଥ‌ିବା ବିଏସ୍ଏସ୍ଓ ମାନଙ୍କ ନୋସନାଲ ଇନ୍କ୍ରିମେଣ୍ଟ , କନିଷ୍ଠ ସହାୟକ ମାନଙ୍କ କ୍ୟାଡ଼ର ଗଠନଏବଂ କାର୍ଯ୍ୟକ୍ରମ ସହାୟକଙ୍କ ନିୟମିତ କରଣ ଭଳି ପ୍ରମୁଖ ଦାବି ଏଥିରେ ସାମିଲ ରହିଛି । ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା କର୍ମଚାରୀଙ୍କ ସମସ୍ତ ଦାବିକୁ ସହାନୁଭୂତିର ସହ ଶୁଣିବା ସଙ୍ଗେ ସଙ୍ଗେ ଏହି ୮ ଦଫା ଦାବିପତ୍ରକୁ ରାଜ୍ୟ ସରକାରଙ୍କ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ଶୀଘ୍ର ପଠାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ସରକାରଙ୍କ ସ୍ତରରେ ଏହି ସମସ୍ୟାର ସମାଧାନ ପାଇଁ ଉଚିତ ପଦକ୍ଷେପ ନିଆଯିବ ବୋଲି ସେ ପ୍ରତିନିଧୂ ଦଳକୁ ଆଶ୍ୱାସନା ଦେଇଛନ୍ତି । ରିପୋର୍ଟ -ଗୋପାଳ କୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP