Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ମୁଖ୍ୟମନ୍ତ୍ରୀ ଙ୍କ ଅଫିସ ରୁ ଗୁରୁତ୍ୱ ପୁର୍ଣ ଫାଇଲ ହଜିଯିବା ଘଟଣା ରେ ଭିକେ ପାଣ୍ଡିଆନ ଙ୍କୁ ନୋଟିସ ||

23-Jul-2026

ସିଏମ୍‌ଓରୁ ଫାଇଲ ହଜିଯିବା ମାମଲା, ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌ |ଓଡିଶା ଜନ ମତ ବ୍ୟୁରୋ 

ବିଜେଡି ସରକାର ଙ୍କ ସମୟରେକିଛି  ଦୁର୍ନୀତି ଖୋର ବ୍ୟକ୍ତିଙ୍କ ବିରୁଦ୍ଧରେ ରହିଥିବା  ଫାଇଲ ବର୍ତମାନ ର ବିଜେପି ସରକାର ଙ୍କ ମାନ୍ୟବର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ) ଅଫିସି ରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ହଜିଯିବା ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଏବଂ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏହି ଚର୍ଚ୍ଚିତ ମାମଲାକୁ ନେଇ ପୂର୍ବତନ ପ୍ରାଶାସନିକ ଅଧିକାରୀ ତଥା ରାଜନେତା ଭୈରବ କାର୍ତ୍ତିକ ପାଣ୍ଡିଆନଙ୍କୁ ଭୁବନେଶ୍ବର ଏସିପି ଜୋନ୍-୧ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ଏହି ନୋଟିସ୍‌ ମାଧ୍ୟମରେ ଭିକେ ପାଣ୍ଡିଆନ୍‌ଙ୍କୁ ଆଗାମୀ ଜୁଲାଇ ୨୫ ତାରିଖ ଦିନ ତାଙ୍କୁ ଏସିପି ଅଫିସରେ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଏହି ସମ୍ବେଦନଶୀଳ ମାମଲାରେ ରାଜ୍ୟ ସରକାର ଦୁଇଜଣ ବରିଷ୍ଠ ସଚିବ ଅଧିକାରୀଙ୍କୁ ମଧ୍ୟ ନୋଟିସ୍ ଜାରି କରିଥିଲେ। ମାତ୍ର ସେହି ସମୟରେ ଉଭୟ ଅଧିକାରୀ ନିଜର ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ନିର୍ଦ୍ଧାରିତ ଦିନରେ ହାଜର ହୋଇନଥିଲେ। ବର୍ତ୍ତମାନ ଏହି ପ୍ରସଙ୍ଗରେ ଭିକେ ପାଣ୍ଡିଆନଙ୍କୁ ନୋଟିସ୍ ମିଳିବା ପରେ ସେ ଆଗାମୀ ଜୁଲାଇ ୨୫ ତାରିଖରେ ହାଜର ହେଉଛନ୍ତି କି ନାହିଁ, ସେ ନେଇ ସମସ୍ତଙ୍କର ନଜର ରହିଛି।  

ଭିକେ ପାଣ୍ଡିଆନ୍‌ଙ୍କ ନାଁରେ ଥାନାରେ ଏତଲା ଦେଲେ ଆଇନ୍‌ଜୀବୀ, ଗଣମାଧ୍ୟମକୁ ଏମିତି ଦେଲେ ପ୍ରତିକ୍ରିୟା

ସରକାରୀ ସ୍ତରରେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର କିମ୍ବା ଫାଇଲ୍ ହେରଫେର ଅଥବା ହଜିଯିବା ଘଟଣାକୁ ପ୍ରଶାସନ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରିଛି। ତଦନ୍ତ ପ୍ରକ୍ରିୟାକୁ ବ୍ୟାପକ କରିବା ପାଇଁ ପୁଲିସ ଏବଂ ରାଜ୍ୟ ସରକାର ତନାଘନା ଜାରି ରଖିଛନ୍ତି। ଏହି ମାମଲାରେ ଆଗକୁ ଆହୁରି କିଛି ନୂତନ ଖୁଲାସା ହେବାର ସମ୍ଭାବନା ରହିଥିବାବେଳେ ପ୍ରାଶାସନିକ ମହଲରେ ଏହା ଏକ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି।

News Comment

You Might Also Like

BACK TO TOP