Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

"ଟିଚ କନ୍ଧମାକ "ଅଭିଯାନ ରେ ବିଦ୍ୟାଳୟ ପରିଦର୍ଶନ ସହ ଶିକ୍ଷା ଦାନ |

23-Jul-2026

" ଟିଚ୍ କନ୍ଧମାଳ " ଅଭିଯାନରେ ବିଦ୍ୟାଳୟ ପରିଦର୍ଶନ ସହ ଶିକ୍ଷାଦାନ ଓ ଭିତ୍ତିଭୂମିର ସମୀକ୍ଷା

ଓଡିଶା ଜନମତ,ବାଲିଗୁଡା,ତା,୨୩/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ :------

 କନ୍ଧମାଳ ଜିଲ୍ଲା ପ୍ରଶାସନର ପ୍ରମୁଖ "ଟିଚ କନ୍ଧମାଳ" ର  ଅଭିଯାନ ଅନୁଯାୟୀ ବାଲିଗୁଡା ଉପ-ଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ସ୍ଥିତ ମା` ଭୈରବୀ ଉଚ୍ଚ ବିଦ୍ୟାଳୟକୁ ଯାଇ ପରିଦର୍ଶନ କରିବା ସହ  ଶିକ୍ଷାଦାନ ଓ ଭିତ୍ତିଭୂମିର ସମୀକ୍ଷା କରି ଫେରିଥିବା ଜଣାପଡିଛି । ଜିଲ୍ଲାର ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା, ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେବା ଏବଂ ପ୍ରତି ସୋମବାର ସାଧାରଣ ଅଭିଯୋଗ ଶୁଣାଣି ପୂର୍ବରୁ ବିଦ୍ୟାଳୟ ଗୁଡ଼ିକର ସ୍ଥିତି ପରଖିବା ହେଉଛି ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ଓ ଉଦେଶ୍ୟ l ଉପଜିଲ୍ଲାପାଳ ଉକ୍ତ ବିଦ୍ୟାଳୟ ର ପ୍ରାର୍ଥନା ସଭା ପରିଦର୍ଶନ କରିବା ପରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ଶିକ୍ଷାଦାନ ଓ ଗୁଣବତ୍ତାର ସମୀକ୍ଷା କରିଥିଲେ l ପରେ ପରେ  ମଧ୍ୟାହ୍ନ ଭୋଜନର ଯାଞ୍ଚ, ସ୍ୱଚ୍ଛତା ଓ ଭିତ୍ତିଭୂମି ଅନୁଧ୍ୟାନ ଓ ବିଦ୍ୟାଳୟ ର ଶିକ୍ଷକ ଏବଂ  କର୍ମଚାରୀଙ୍କ ସହ ସବିଶେଷ ଆଲୋଚନା କରିଥିଲେ l  "ଟିଚ୍ କନ୍ଧମାଳ` କେବଳ ଏକ ନିରୀକ୍ଷଣ କାର୍ଯ୍ୟକ୍ରମ ନୁହେଁ, ବରଂ ଗ୍ରାମାଞ୍ଚଳର ପିଲାମାନଙ୍କୁ ସିଧାସଳଖ ଭେଟି ସେମାନଙ୍କୁ ପ୍ରେରଣା ଯୋଗାଇବା ଏବଂ ବିଦ୍ୟାଳୟ ଗୁଡ଼ିକରେ ଉତ୍ତମ ଶିକ୍ଷା ଓ ପରିବେଶ ସୁନିଶ୍ଚିତ କରିବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ଙ୍କୁ କହିଥିଲେ l  ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟ ରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ  "ଟିଚ୍ କନ୍ଧମାଳ" ଜରିଆରେ ଏହିପରି ପରିଦର୍ଶନ ନିୟମିତ ଜାରି ରହିବ ବୋଲି ଉପ ଜିଲ୍ଲାପାଳ ଶ୍ରୀମତୀ ଦାସ ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP