Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 80ତମ ସ୍ୱାଧୀନତା ଦିବସ ନିମନ୍ତେ ପ୍ରସ୍ତୁତି ବୈଠକ |

23-Jul-2026

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡିଶା ଜନମତ,ବାଲିଗୁଡ଼ା, ତା,୨୩/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଖଣ୍ଡ ବୈଠକ କକ୍ଷ ଠାରେ ଉପଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟି ର ସଭାପତି ଶ୍ରୀମତୀ ପ୍ରଣିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉତ୍ସବ ବାଲିଗୁଡ଼ା ମିନି ଷ୍ଟାଡିୟମ ଠାରେ ଆୟୋଜନ କରାଯିବ। ଉକ୍ତ ଦିନ ପ୍ରତ୍ୟୁଷ ୫ ଘଟିକା ରେ ଡାକବାଜି ଯନ୍ତ୍ର ଦ୍ୱାରା ସମଗ୍ର ସହରରେ ରାମଧୁନ ପରିବେଷଣ କରାଯିବ। ବିଭିନ୍ନ ଶିକ୍ଷା ଅନୁଷ୍ଠାନ ତଥା ସରକାରୀ କାର୍ଯ୍ୟାଳୟରେ ସକାଳ ୭ ଘଟିକା ମଧ୍ୟରେ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବାକୁ ଥିବାବେଳେ ସକାଳ ୯:୧୫ ଘଟିକା ସମୟରେ ବାଲିଗୁଡ଼ା ମିନି ଷ୍ଟାଡିୟମ ଠାରେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିବେ। ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିସହ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ, ଉପଖଣ୍ଡ କାରାଗାର ଏବଂ ଅନ୍ୟାନ୍ୟ ସ୍ଥାନରେ ଅନୁଷ୍ଠାନ ପକ୍ଷରୁ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯିବାର କାର୍ଯ୍ୟକ୍ରମ ମଧ୍ୟ ସ୍ଥିର କରାଯାଇଛି । ଏହା ବ୍ଯତୀତ ଏକ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ମଧ୍ଯ ଆୟୋଜନ କରାଯିବ। ଏହି ବୈଠକରେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋସଲେ, ପିଏ ଆଇଟିଡିଏ କୃପାସିନ୍ଧୁ ବେହେରା,ସହକାରୀ ଜିଲ୍ଲାପାଳ ଅବିନାଶ ପଣ୍ଡା, ବାଲିଗୁଡ଼ା ଆଇ.ଆଇ.ସି ସମିର କୁମାର ପ୍ରଧାନ, ଏନ.ଏ.ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଙ୍କ ସମେତ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଏବଂ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ l ଏହି ପ୍ରସ୍ତୁତି ବୈଠକରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିବ ଶଙ୍କର ସମରଥ ପରିଚାଳନା କରିଥିବା ବେଳେ ଉତ୍ସବ ପରିଚାଳନା କମିଟି ର ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡାଇ, ରଶ୍ମିରଞ୍ଜନ ମହାରଣା ଏବଂ ଅଭିମନ୍ୟୁ ପ୍ରଧାନ ଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା।

News Comment

You Might Also Like

BACK TO TOP