Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

80 ତମ ସ୍ୱାଧୀନତା ଦିବସ ପାଳନ ପାଈଁ ରାୟଗଡା ରେ ପ୍ରସ୍ତୁତି ବୈଠକ |

23-Jul-2026

ରାୟଗଡ଼ରେ ୮୦ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ |

ଓଡିଶା ଜନମତ ରାୟଗଡ଼, ୨୩/୦୭,

 କାମେଶ୍ୱର କରକରିଆ  : -----

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଉତ୍ସବ ପି.ଏମ୍. ଶ୍ରୀ ଗୋବିନ୍ଦଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ଖେଳପଡ଼ିଆଠାରେ ଆୟୋଜନ କରାଯିବ। ଉକ୍ତ ଦିନ ପ୍ରତ୍ୟୁଷରେ ରାମଧୁନ ଗାନ କରାଯାଇ ସହର ପରିକ୍ରମା କରାଯିବ। ବିଭିନ୍ନ ଶିକ୍ଷାନୁଷ୍ଠାନ ତଥା ସରକାରୀ କାର୍ଯ୍ୟାଳୟରେ ସକାଳ ୭:୩୦ରୁ ୮:୦୦ ମଧ୍ୟରେ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବାକୁ ଥିବାବେଳେ, ସକାଳ ୯:୧୫ ଘଟିକା ସମୟରେ ପି.ଏମ୍. ଶ୍ରୀ ଗୋବିନ୍ଦଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ଖେଳପଡ଼ିଆଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥିରୀକୃତ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିବେ। ଏହା ସହ ଗଜପତି ଛକରୁ ଶୋଭାଯାତ୍ରା ଆରମ୍ଭ ହୋଇ ପି.ଏମ୍. ଶ୍ରୀ ଗୋବିନ୍ଦଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ଖେଳପଡ଼ିଆଠାରେ ଶେଷ ହେବ। ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜିଲ୍ଲା କାରାଗାର ଏବଂ ଅନ୍ୟାନ୍ୟ ସ୍ଥାନରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଫଳବଣ୍ଟନ କରାଯିବାର କାର୍ଯ୍ୟକ୍ରମ ମଧ୍ୟ ସ୍ଥିର ହୋଇଛି। ବରପୁତ୍ରମାନଙ୍କ ମୂର୍ତ୍ତିରେ ମାଲ୍ୟାର୍ପଣ, ଆମ୍ବୁଲାନ୍ସ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ଟ୍ରାଫିକ୍ ନିୟନ୍ତ୍ରଣ, ପୁରସ୍କାର ବିତରଣ, ପ୍ୟାରେଡ୍ ପଡ଼ିଆର ରକ୍ଷଣାବେକ୍ଷଣ, ପ୍ୟାରେଡ୍ ଓ ଶାରୀରିକ କୌଶଳ ପ୍ରଦର୍ଶନ ସମ୍ପର୍କରେ ଆଲୋଚନା ହୋଇଥିଲା।ଏହି କାର୍ଯ୍ୟକ୍ରମର ପରିଚାଳନା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦେବରାଜ ଟାକ୍ରୀଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା। ଏଥିସହ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କର୍ମଚାରୀ କୁମୁଦିନୀ ମିଶାଲ, ମାନସ ସାହୁ, ଡମ୍ୱରୁଧର ପଣ୍ଡା, ସମ୍ରାଟ ସାହୁ, ରାଜେନ୍ଦ୍ର ଦୋରା, ଚନ୍ଦ୍ରଶେଖର ଓ ରଂଜିତ ପ୍ରମୁଖ ସହଯୋଗ କରିଥିଲେ। ଏହି ବୈଠକରେ ଏସ୍.ଡି.ସି. ଉପସଭାପତି ଶ୍ରୀମତୀ ମଞ୍ଜୁଳା ମିଣିଆକା, ସେକେଣ୍ଡ-ଇନ୍-କମାଣ୍ଡ୍ ଅଧିକାରୀ ଶ୍ରୀ ସଞ୍ଜୟ କୁମାର ରାଉତ, ଉପଜିଲ୍ଲାପାଳ ରାୟଗଡ଼ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଗୋସନାର ବର୍ଲା, ପ୍ରକଳ୍ପ ପ୍ରଶାସକ ଏବଂ ସମନ୍ୱିତ ଆଦିବାସୀ ବିକାଶ ସଂସ୍ଥା ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ, କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର, ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝୀ, ଆର୍.ଆଇ. ପୋଲିସ୍ ଶ୍ରୀ ଦିନେଶ ସାହୁଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ, ଶିକ୍ଷାବିତ୍ ଡ଼. ଦୁଷ୍ମନ୍ତ ମହାନ୍ତି, ପୋଲିସ୍ ପ୍ରଶାସନ, ଜନପ୍ରତିନିଧିଗଣ, ଶିକ୍ଷାନୁଷ୍ଠାନର ଶିକ୍ଷକ, ଗଣମାଧ୍ୟମ ପ୍ରତିନିଧି, ବହୁ ସଂଖ୍ୟାରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ।

News Comment

You Might Also Like

BACK TO TOP