Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଅବକାରୀ ଓ ପୋଲିସ ର ମିଳିତ ଚଢ଼ାଉ ରେ ବିପୁଳ ପରିମାଣ ର ମଦ ଓ ପୋଚ ନଷ୍ଟକଲେ |

23-Jul-2026

 ୩୬୦୦ ଲିଟର ପୋଚ ଓ ୨୦୦ ଲିଟର ରନ୍ଧା ଦେଶୀ ମଦ ନଷ୍ଟ କଲା ନନ୍ଦପୁର ପୋଲିସ ଓ ଅବକାରୀ ବିଭାଗ  |

ଓଡିଶା ଜନ ମତ ବ୍ୟୁରୋ, 

 କିଛି ଲୋକ ବହୁ ବେଆଇନ  କାରବାର ରେ ଅର୍ଥ  ଲାଭ କରିବାର ନିଶା ତାଙ୍କୁ ଏତେ ପାଗଳ କରିଦିଏ ଯେ ସେମାନେ ତାଙ୍କର  ଭବିଷ୍ୟତ କୁ ମଧ୍ୟ ଭୁଲିଯାଆନ୍ତି | ଏବଂ ଶେଷରେ  ଜେଲ ରେ ସଜ୍ଜା କାଟନ୍ତି ||ଏପରି ଏକ ଅପରାଧିକ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଅନ୍ତର୍ଗତ ନନ୍ଦପୁର ଥାନା ଅଧୀନ ବନମାଳିପୁଟ ପଞ୍ଚାୟତର ବିମାରିପୁଟ ଗ୍ରାମରେ ଥିବା ଏକ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗ ଓ ନନ୍ଦପୁର ପୋଲିସ ମିଳିତ ଭାବେ ଚଢାଉ କରିଛନ୍ତି।ଚଢାଉ ସମୟରେ ପ୍ରାୟ ୩୬୦୦ ଲିଟର ପୋଚ ଏବଂ ୨୦୦ ଲିଟର ରନ୍ଧା ଦେଶୀ ମଦ ଜବତ କରାଯାଇ ସ୍ଥଳରେ ନଷ୍ଟ କରାଯାଇଥିଲା। ଏହା ସହ ମଦ ପ୍ରସ୍ତୁତିରେ ବ୍ୟବହୃତ ଡ୍ରମ୍, ପାତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଧ୍ୱଂସ କରାଯାଇଥିଲା।ଏହି ମିଳିତ ଚଢାଉରେ ନନ୍ଦପୁର ଅବକାରୀ ବିଭାଗର ସୁଧିର କୁମାର ନାୟକ, ରାଜୁ ଖିତି ଓ ତାଙ୍କ ଟିମ୍ ସାମିଲ ଥିବାବେଳେ, ନନ୍ଦପୁର ଥାନା ଅଧିକାରୀ ତ୍ରିନାଥ ତୋଟାପାଡ଼ିଆଙ୍କ ନେତୃତ୍ୱରେ ଏଏସଆଇ ଗୁପ୍ତେଶ୍ୱର ଗୌଡ଼, ହାବିଲଦାର ପୂର୍ଣ୍ଣଚନ୍ଦ୍ର ନାୟକ ଏବଂ ପୋଲିସ ଟିମ୍ ଅଂଶଗ୍ରହଣ କରିଥିଲେ।ଅବୈଧ ଦେଶୀ ମଦ କାରବାର ବିରୋଧରେ ଆଗାମୀ ଦିନରେ ମଧ୍ୟ ଏଭଳି ମିଳିତ ଚଢାଉ ଜାରି ରହିବ ବୋଲି ସମ୍ପୃକ୍ତ ବିଭାଗ ସୂଚନା ଦେଇଛି।

News Comment

You Might Also Like

BACK TO TOP