Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ମହା ଆଡ଼ମ୍ବର ସହକାରେ ଶ୍ରୀଜୀଉ ଙ୍କ ବାହୁଦା ଯାତ୍ରା ଓ ରଥ ଟଣା |

24-Jul-2026

ବାହୁଡ଼ାଯାତ୍ରାରେ ଭକ୍ତଙ୍କ ଭିଡ଼ , ମହାଆଡମ୍ବରରେ ଶ୍ରୀଜୀଉଙ୍କ ରଥଟଣା

ଓଡିଶା ଜନମତ ରାୟଗଡା,୨୪/୭,

କାମେଶ୍ୱର କରକରିଆ : ------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଓ ଦେବୋତ୍ତର ବିଭାଗର ମିଳିତ ଆୟୋଜନରେ ପବିତ୍ର ବାହୁଡ଼ାଯାତ୍ରା ଗୁରୁବାର ବିଧିବଦ୍ଧ ଓ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଅନୁକୂଳ ପାଗ ଯୋଗୁଁ ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ା, ବିଷମକଟକ, କୋଲନରା, କାଶୀପୁର, ସଦର ଅଞ୍ଚଳ ସହ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ଓ ଥୁଆମୂଳ ରାମପୁରରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ସକାଳୁ ମଙ୍ଗଳ ଆଳତି, ଅବକାଶ ନୀତି ଓ ଖେଚୁଡ଼ି ଭୋଗ ଅର୍ପଣ ପରେ ପୂଜକମାନେ ଶ୍ରୀବିଗ୍ରହମାନଙ୍କୁ ପୁଷ୍ପମାଲ୍ୟରେ ସୁସଜ୍ଜିତ କରି ରଥ ପ୍ରତିଷ୍ଠା କରିଥିଲେ। ଦ୍ୱାଦଶ ପ୍ରହରରେ ମଙ୍ଗଳାରୋପଣ ନୀତି ସମ୍ପନ୍ନ ହେବା ପରେ ଅପରାହ୍ନ ପ୍ରାୟ ୩ଟାରେ ସେବାୟତମାନେ ପାରମ୍ପରିକ ‘ଗୋଟି ପହଣ୍ଡି’ରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ରଥାରୂଢ଼ କରାଇଥିଲେ। ରଥ ଉପରେ ଶ୍ରୀଜୀଉଙ୍କ ଦର୍ଶନ ପାଇ ଭକ୍ତମାନେ ଭାବବିହ୍ୱଳ ହୋଇଥିବାବେଳେ ପରେ ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନି ମଧ୍ୟରେ ରଥଟଣା ସମ୍ପନ୍ନ ହୋଇଥିଲା। ବାହୁଡ଼ାଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ କଡ଼ା ଟ୍ରାଫିକ ବ୍ୟବସ୍ଥା କରାଯାଇଥିଲା। ସେହିପରି କୌଣସି ଅଘଟଣକୁ ଏଡ଼ାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଓ ଡ୍ରାଇଭର ମହାସଂଘ ରହି ସହଜଗ କରିଥିଲେ। ଚଳିତ ବର୍ଷ ବାହୁଡ଼ାଯାତ୍ରା ଦିନ ଏକାଦଶୀ ତିଥି ପଡ଼ିଥିବାରୁ ଶ୍ରୀଜୀଉମାନଙ୍କୁ ଆସନ୍ତାକାଲି ନୀଳାଦ୍ରି ବିଜେ ପୂର୍ବରୁ ଶ୍ରୀମନ୍ଦିର ଅଭିମୁଖେ ପହଣ୍ଡିରେ ନିଆଯିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି।

News Comment

You Might Also Like

BACK TO TOP