Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ଖଲ୍ଲିକୋଟ ସରସ୍ବତୀ ଶିଶୁମନ୍ଦିର ଓ ଅବଦୁଲ କଲାମ ଚାରିଟେବୁଲ ଟ୍ରଷ୍ଟ ଦ୍ଵାରା ସାମୁହିକ ବୃକ୍ଷ ରୋପଣ |

25-Jul-2026

ସରସ୍ଵତୀ ଶିଶୁ ମନ୍ଦିର ଓ ଅବଦୁଲ କଲାମ ଜନକଲ୍ୟାଣ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସମ୍ମିଳିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ !

ଓଡିଶା ଜନ ମତ, ଛତ୍ରପୁର, ତା.୨୫ / ୭ 

କେ.ସତ୍ୟନାରାୟଣ ରେଡ୍ଡୀ:-----
ଖଲ୍ଲିକୋଟ ସରସ୍ବତୀ ଶିଶୁ ମନ୍ଦିର ଏବଂ ଡକ୍ଟର ଏପିଜେ ଅବଦୁଲ କଲାମ ଜନକଲ୍ୟାଣ ଚାରିଟେବଲ ଟ୍ରଷ୍ଟ ର ସମ୍ମିଳିତ ପ୍ରୟାସରେ ସ୍ଥାନୀୟ ଶିଶୁ ମନ୍ଦିର ପରିସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।    ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜଜ୍ .ଶ୍ରୀଯୁକ୍ତ ଅମିୟ ରଞ୍ଜନ ଜେନା ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲା ବେଳେ ବିଦ୍ୟାଳୟର ସଭାପତି ତଥା ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ମହାପାତ୍ର, ସଂପାଦକ ଅକ୍ଷୟ କୁମାର ସାହୁ, ଅବଦୁଲ କଲାମ୍ ଜନକଲ୍ୟାଣ ଚାରି ଟେବୁଲ୍ ଟ୍ରଷ୍ଟର ସଭାପତି ଶ୍ରୀ ପୂର୍ଣ୍ଣଚନ୍ଦ୍ର ବେହେରା, ଟ୍ରଷ୍ଟର ସଦସ୍ୟା ଜ୍ୟୋତ୍ସ୍ନା କୁମାରୀ ପ୍ରଧାନ, କୋଷାଧ୍ୟକ୍ଷ ମହାଦେବ ମଲ୍ଲିକ, ପ୍ରଧାନଗୁରୁଜୀ ରବୀନ୍ଦ୍ର କୁମାର ଦାସ ସଭା ସଂଯୋଜନା କରିଥିଲେ । ଗୁରୁଜୀ ପବିତ୍ର କୁମାର ତରେଇ, ରୀତା ଗୁରୁମା,ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ପଟ୍ଟନାୟକ, ସନ୍ତୋଷ କୁମାର ମିଶ୍ର, ଉପସଭାପତି ପ୍ରଫୁଲ୍ଲ କୁମାର ପାତ୍ର, ବନ ବିଭାଗ ଫରେଷ୍ଟର ସନ୍ତୋଷ କୁମାର ବେହେରାଙ୍କ ସମେତ ବହୁ କର୍ମଚାରୀ, କୁନି ବୃକ୍ଷପ୍ରେମୀ ଏସ. ମୀନାକ୍ଷୀଙ୍କୁ ମୁଖ୍ୟଅତିଥିଙ୍କ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ବିଦ୍ୟାଳୟର ସମସ୍ତ ଗୁରୁମା, ମାଉସୀ ମାନେ ପ୍ରମୁଖ ବହୁ କର୍ମୀ ସକ୍ରୀୟ ସହଯୋଗ କରିଥିଲେ । ଶେଷରେ ପବିତ୍ର ଭାଇ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟଅତିଥିଙ୍କ ସହିତ ସମସ୍ତ ଅତିଥି ଏବଂ ଅନେକ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟ ସମାହିତ ହୋଇଯାଇଛି ।।

News Comment

You Might Also Like

BACK TO TOP