Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଯୁବକ କୁ ମାରଣାନ୍ତକ ଆକ୍ରମଣ |

27-Jul-2026

ଯୁବକ କୁ ମାରଣାନ୍ତକ ଆକ୍ରମଣ, 

ଓଡିଶା ଜନ ମତ ବ୍ୟୁରୋ 

 କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:---
ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ଥାନା ମୁଖ୍ୟ ରାସ୍ତା କାଳୀ ମନ୍ଦିର ଛକ ଏକ ମୋଟରସାଇକେଲ ଗେରେଜ୍ ନିକଟରେ ବଣ୍ଟି ବାରିକ ନାମକ ଜଣେ ଯୁବକ କୁ ୩ ଜଣ ଯୁବକ ମାରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁରୁତର ଆହତ ବଣ୍ଟି ପୁରୁଷୋତ୍ତମ ପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ବଣ୍ଟିର ଘର କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ବଡ ଖରିଡା ହୋଇଥିଲା ବେଳେ ସେ ନିଜର ମୋଟରସାଇକେଲ ତିଆରି କରିବା ପାଇଁ ଉକ୍ତ ଗେରେଜ୍ କୁ ଆସି ପହଞ୍ଚିବା କ୍ଷଣି ୩ ଜଣ ଯୁବକ ଏକ ସ୍କୁଟି ଗାଡିରେ ଆସି ତାକୁ ଖଣ୍ଡାରେ ଆକ୍ରମଣ କରିଥିଲେ। ବଣ୍ଟି ଜିବନ ବିକଳରେ ଧାଉଁଥିବା ବେଳେ ଏକ ଲଟାବୁଦା ଗଛରେ ପକାଇ ତାକୁ ଖଣ୍ଡା ରେ ଆକ୍ରମଣ କରିଥିଲେ ଓ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଖବର ପାଇ ପୋଲିସ ଏସଡିପିଓ ସୁଜିତ ନାୟକ ଓ ଥାନା ଅଧିକାରୀ କୁଳମଣି ସେଠି ଘଟଣାସ୍ଥଳରେ ପହଞ୍ଚି ଅଚେତ ବଣ୍ଟିକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ଓ ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP