Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

100 ରୁ ଅଧିକ ଯୁବକ ବିଜେଡିରେ ସାମିଲ ହେଲେ ଭକାମ୍ବା ଓ ଭାମିନି ପଞ୍ଚାୟତ ର |

27-Jul-2026

ଉକାମ୍ବା ଓ ଭାମିନି ପଞ୍ଚାୟତର ୧୦୦ରୁ ଅଧିକ ଯୁବକ ବିଜେଡିରେ ସାମିଲ

ଓଡିଶା ଜନମତ ରାୟଗଡ, ୨୭/୭,

କାମେଶ୍ୱର କରକରିଆ:-----

ରାୟଗଡ ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ଉକାମ୍ବା ଓ ଭାମିନି ପଞ୍ଚାୟତର ୧୦୦ରୁ ଅଧିକ ଯୁବକ ମାନେ ବିଷମକଟକ ବ୍ଲକ ଅଧିନସ୍ଥ ଦୁର୍ଗୀ ପଞ୍ଚାୟତ ସଦର ମହକୁମା ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗଦାନ କରିଛନ୍ତି। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର ଯୋଗଦାନ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡି ସଭାପତି ଜଗନ୍ନାଥ ସାରକା, ପୂର୍ବତନ ଜିଲ୍ଲା ବିଜେଡି ସଭାପତି ସୁଧୀର ଦାସ, ପଙ୍କଜ ପଣ୍ଡା ଓ ଜି. କାରିଆନାଙ୍କ ଉପସ୍ଥିତିରେ ନୂତନ ସଦସ୍ୟମାନେ ଦଳର ପତାକା ଗ୍ରହଣ କରି ବିଜେଡିରେ ସାମିଲ ହୋଇଥିଲେ।ନୂତନ ଭାବେ ଯୋଗଦେଇଥିବା ଯୁବକ ମାନେ କହିଥିଲେ ଯେ, ଦଳର ନୀତି, ଜନ ହିତକର କାର୍ଯ୍ୟକ୍ରମ ଏବଂ ଉନ୍ନୟନମୂଳକ ପଦକ୍ଷେପରେ ପ୍ରଭାବିତ ହୋଇ ସେମାନେ ବିଜେଡିରେ ଯୋଗଦାନ କରିଛନ୍ତି। ଦଳର ବରିଷ୍ଠ ନେତୃବୃନ୍ଦ ସେମାନଙ୍କୁ ସ୍ୱାଗତ ଜଣାଇବା ସହ ଆଗାମୀ ଦିନରେ ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ୱାନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡିର ବରିଷ୍ଠ ନେତା ଗଗନ ବିହାରୀ ଆଚାର୍ଯ୍ୟ, ଯୁବ ନେତା କମଳ ମୁଟିକା, ରାମନାଗୁଡା ବ୍ଲକ ବିଜେଡି ସଭାପତି ବାତ୍ରି ମାଣ୍ଡାଙ୍ଗି, ରାମନାଗୁଡ଼ା ବ୍ଲକ ପୂର୍ବତନ ବ୍ଲକ ସଭାପତି ବିଜୟ ମାଣ୍ଡାଙ୍ଗି ଉପସ୍ଥିତ ଥିବା ବେଳେ ନବୀନ ପଟ୍ଟନାୟକଙ୍କ ନିତି ଆଦର୍ଶ ରେ ଅନୁପ୍ରାଣିତ ହେଇ କ୍ରାନ୍ତି ଆକାଶ, ଇନଟି ପ୍ରବୀଣ, ରବି ଗୌଡ଼, ସମ୍ପଦ କୁମାର, ମନୋଜ ଗମାଙ୍ଗ, କଳିଶା ମାଣ୍ଡାଙ୍ଗି, ଜି. ଲକ୍ଷ୍ମଣ, ପୂର୍ଣ୍ଣ ପ୍ରଧାନ ଓ ନଗେନ୍ଦ୍ର ନାଗ ପ୍ରମୁଖଙ୍କ ଭଳି ଶତାଧିକ ଯୁବକ ଯୋଗ ଦେଇଥିଲେ। ସମଗ୍ର ଯୋଗଦାନ କାର୍ଯ୍ୟକ୍ରମଟି ଯୁବନେତା ଅଶ୍ୱିନୀ ରାଉଳଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।ଏହି ଯୋଗଦାନ ଫଳରେ ରାମନାଗୁଡା ବ୍ଲକରେ ବିଜେଡିର ସାଙ୍ଗଠନିକ ଭିତ୍ତି ଆହୁରି ମଜବୁତ ହେବ ବୋଲି ଜିଲ୍ଲା ସଭାପତି ଜଗନ୍ନାଥ ସାରକା ମତ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP