Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗଞ୍ଜେଇ ଧରି ବସ କୁ ଅପେକ୍ଷା କଲାବେଳେ ପୋଲିସ ଦ୍ଵାରା 2ଗିରଫ |

27-Jul-2026

ଗଞ୍ଜେଇ ଧରି  ବସ୍‌କୁ  ଅପେକ୍ଷା କରିଥିଲେ, କୌଣସି ଠାରୁ ଖବର ପାଇ ଗିରଫ କଲା ପୋଲିସ |

ଓଡିଶା ଜନ ମତ ବ୍ୟୁରୋ,

ଆଜି କାଲି ପୁରୁଷ ଙ୍କ ସହିତ ମହିଳା ମାନେ ମଧ୍ୟ ଅପରାଧିକ ଉପାୟରେ ଅର୍ଥ ରୋଜଗାର ପାଇଁ ଲାଗିପଡ଼ୁଛନ୍ତି | ତାହାପୁଣି ଗଞ୍ଜେଇ ଭଳି ଏକ  ମାରାତ୍ମକ କାର୍ଯ୍ୟରେ | ତେବେ ଅର୍ଥ ରୋଜଗାର ସହିତ ଜେଲ ଯାଇ ନାଁ କରିବା ବହୁତ ବୁଦ୍ଧି ମାନର କାମ ଅଟେ |  ଗଞ୍ଜେଇ ଧରି ଅନ୍ୟତ୍ର ଚାଲାଣ ପାଇଁ ବସକୁ ଅପେକ୍ଷା କରିଥିଲା ବେଳେ ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ ଦୁଇଜଣଙ୍କୁ କଲା ଗିରଫ | ଏପରି ଘଟଣା ଦେଖିବାକୁ ମିଳିଛି ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ ଭାବେ ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ ଅପେକ୍ଷା କରିଥିଲେ ମୋହନା ପଞ୍ଚାୟତର ରାଣୀ ବୀର(୨୧) ଓ ମହାରାଷ୍ଟ୍ରର ବିଶାଲ ଏସ ପାୱାର( ୪୬) । ପୋଲିସ ସେମାନଙ୍କୁ ସନ୍ଦେହ କରି ବ୍ୟାଗ ତନଖିବା ବେଳେ ସେଥିରୁ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣକୁ ଗିରଫ କରିଥିଲା । ସ୍ଥାନୀୟ ତହସିଲଦାର ଚକ୍ରଧର ପାଢ଼ୀଙ୍କ ଉପସ୍ଥିତିରେ ଗଞ୍ଜେଇ ବସ୍ତାକୁ ଓଜନ କରିବାରୁ ତାହା ୪୪ କିଲୋ ହୋଇଥିଲା। ଗଞ୍ଜେଇ ଚୋରାଚାଲାଣରେ ସଂପୃକ୍ତ ତଥା ଗିରଫ ଦୁଇଜଣଙ୍କୁ ଗଞ୍ଜେଇ ଆଣି ଦେଇଥିବା କନ୍ଧମାଳ ଜିଲା ଦାରିଙ୍ଗି  ବାଡ଼ି ଗ୍ରାମର ରସାନନ୍ଦ ନାୟକ ( ୩୬)କୁ ଅଡ଼ବା ଅଞ୍ଚଳରୁ ପୋଲିସ ଗିରଫ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି । ଏହି କାରବାରରେ ୧୫୦/୨୬ ରେ ମାମଲା ରୁଜୁ କରି ଆଉ କେଉଁମାନେ ଜଡ଼ିତ ଅଛନ୍ତି ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।

News Comment

You Might Also Like

BACK TO TOP