Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

କୋଦଳା ଏନଏସି ରେ ପାନୀୟ ଜଳ ସମସ୍ୟା, ଚିନ୍ତାରେ ୱାର୍ଡ ବାସୀ |

27-Jul-2026

କୋଦଳା ଏନଏସିରେ ପାନୀୟ ଜଳ ସମସ୍ୟା l 
ଚିନ୍ତାରେ ଅଞ୍ଚଳବାସୀ l
      (ମଇଳା ସାଙ୍ଗକୁ ପଚା ବାସ୍ନା l

ଓଡିଶା ଜନମତ, କୋଦଳା 27/07/26,

ନରେନ୍ଦ୍ର ନାଥ ଗୌଡ଼ :--

ସାଧାରଣ ଜନତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସରକାର ସ୍ୱାସ୍ଥ୍ୟ ସମ୍ବନ୍ଧିତ ଅନେକ ଯୋଜନା ପ୍ରଣୟନ କରିବା ସହ ସ୍ୱଛତା ଉପରେ ଗୁରୁତ୍ୱ ଦେଈ ଆସୁଛନ୍ତି l କିନ୍ତୁ ବେଳେବେଳେ କିଛି ସରକାରୀ କର୍ମଚାରୀଙ୍କ ଅବହେଳା ହେଉ କିମ୍ବା ସ୍ଥାନୀୟ ରାଜନେତାଙ୍କ ଇଚ୍ଛା ଶକ୍ତିର ଅଭାବ ହେଉ, ଏଥିରେ ବଳି ପଡ଼ୁଛନ୍ତି ସାଧାରଣ ଜନତା l ଏଭଳି କିଛି ଅବ୍ୟବସ୍ଥା ଘଟିଛି ଗଞ୍ଜାମ ଜିଲ୍ଲା କୋଦଳା ଏନଏସିରେ l ଗତ କିଛି ଦିନ ଧରି କୋଦଳା ବାସୀ ସ୍ୱଚ୍ଛ ଓ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି l ପାଇପ ଯୋଗେ ଆସୁଥିବା ପାଣି ସମ୍ପୂର୍ଣ ମଇଳା ଏବଂ ପଚାସଡ଼ା ଗନ୍ଧ ହେଉଥିବା ଜନ ସ୍ୱାସ୍ଥ୍ୟ ବିଭାଗରେ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି l ବର୍ତମାନ ବର୍ଷା ଋତୁ ଜାରିରହିଥିବା ବେଳେ ଡେଙ୍ଗୁ ଓ ମ୍ୟାଲେରିଆ ଭଳି ମାରାତ୍ମକ ରୋଗ ବ୍ୟାପିବାର ଅନେକ ସମ୍ଭାବନା ରହିଛି l ଏଥିରେ ଚିନ୍ତିତ ହୋଇ ଖୋଦ ଏନଏସି ଉପାଧକ୍ଷା ଶ୍ରୀମତୀ ରଞ୍ଜିତା ସେଠି ଗଞ୍ଜାମ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି l ଏନେଇ ଜନ ସ୍ୱାସ୍ଥ୍ୟ ବିଭାଗ ନିର୍ବାହୀ ଯନ୍ତ୍ରୀ ହିମାଂଶୁ ପାତ୍ର ଏବଂ କନିଷ୍ଠ ଯନ୍ତ୍ରୀ ଫାଲଗୁନି ବେହେରା ଦୃଷ୍ଟି ଆକର୍ଷଣ କରିବାରୁ "ଏହା ଆମ ନଜରକୁ ଆସିଛି ଏବଂ ଏହା ଉପରେ କାମ ଚାଲିଛି, ଆସନ୍ତା କାଲିଠାରୁ ଏହାର ସମାଧାନ ହୋଇଯିବ"ବୋଲି ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP