Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗାଙ୍ଗପୁର ଥାନା ଦିଗି ଗ୍ରାମ ପୋଖରୀ ରେ ବୁଡି ବୃଦ୍ଧ ମୃତ |

27-Jul-2026

ପୋଖରୀରେ ବୁଡି ବୃଦ୍ଧ ମୃତ

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ  ;-----

ଗାଙ୍ଗପୁର ଥାନା ଅନ୍ତର୍ଗତ ଦିଗି ଗ୍ରାମରେ ପୋଖରୀରେ ବୁଡ଼ିଯାଇ ମୃତ୍ୟୁ ବରଣ ଘଟଣା ସାରା ଗାଁରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିଗି ଗ୍ରାମର ଯୋଗୀନ୍ଦ୍ର ସେଠୀ(୫୯)। ଏନେଇ ଯୋଗୀନ୍ଦ୍ରଙ୍କ ଝିଅ ମନିଷା ସେଠୀ ଗାଙ୍ଗପୁର ଥାନାରେ ଏତାଲା ପ୍ରଦାନ କରିଛନ୍ତି। ମନିଷାଙ୍କ ଏତାଲା ପ୍ରକାରେ ଆଜି ସକାଳ ସାତ ଘଣ୍ଟା ସମୟରେ ଯୋଗୀନ୍ଦ୍ର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। କିନ୍ତୁ ୧୦ ଟା ପର୍ଯ୍ୟନ୍ତ ଯୋଗୀନ୍ଦ୍ର ଘରକୁ ନ ଫେରିବାରୁ ପରିବାର ଲୋକେ ସାହି ପଡିଶା ସମେତ ବହୁସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ଯୋଗିନ୍ଦ୍ରଙ୍କୁ ପାଇ ନଥିଲେ। ଏହାପରେ ଯୋଗିନ୍ଦ୍ରଙ୍କ ପୁଅ ମନୋଜ କିଛି ଗ୍ରାମବାସୀଙ୍କ ସହିତ ପୋଖରୀକୁ ଯାଇ ସେଠାରେ ଖୋଜାଖୋଜି କରିବା ପରେ  ଯୋଗୀନ୍ଦ୍ର ପାଣି ଭିତରେ ବୁଡ଼ି ଯାଇ ତଳେ ପଡିଥିବାର ଜାଣିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ସେଠାରୁ ତାଙ୍କୁ ବାହାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୁଡ଼ିଯାଇ ମୃତ୍ୟୁ ବରଣ ଘଟଣା ସାରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ମୃତ ଯୋଗୀଙ୍କ ଝିଅ ଗାଙ୍ଗପୁର ଥାନା ରେ ଅଭିଯୋଗ କରିବା ପରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP