Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

62ଗଞ୍ଜେଇ ସହ ତିନି ମାଫିଆ ଙ୍କୁ ଗିରଫ କଲା ମାଛ କୁଣ୍ଡ ପୋଲିସ |

28-Jul-2026

ମାଛକୁଣ୍ଡ ପୋଲିସ ର ବଡ଼ ସଫଳତା ୬୨ କେଜି ଗଞ୍ଜେଇ ଜବତ  ତିନି ଜଣ ମାଫିଆ ଗିରଫ l

ଓଡିଶା ଜନ ମତ ବ୍ୟୁରୋ, 

 ମାଫିଆ ମାନେ ଯେତେ ଚାଲାକ ହେଲେ ମଧ୍ୟ ପୋଲିସ  ନଜର ରୁ ସେ କେବେ ମଧ୍ୟ ଖସି ପାରିବ ନାହିଁ  |ଅପରାଧୀ ମାନେ ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଚାଲିଥାଏ  | ସେହିପରି ମାଛକୁଣ୍ଡ ପୋଲିସ କୁ ମିଳିଛି ବଡ଼ ସଫଳତା।ଗଂଜେଇ ଚୋରା ଚାଲାଣ ବେଳେ ଏକ କାର ରୁ ୬୨ କେଜି ଗଞ୍ଜେଇ ସହ ତିନି ଜଣଙ୍କୁ ଗିରଫ କରିଛି ମାଛକୁଣ୍ଡ ପୋଲିସ।ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୋଲିସ ମାଛକୁଣ୍ଡ  ଡ୍ୟାମ ନିକଟରେ ଗାଡ଼ି ଯାଞ୍ଚ କରୁଥିବା ସମୟରେ ଆନ୍ଧ୍ର ପ୍ରଦେଶ ପଟୁ ଏକ କାର ଦ୍ରୁତ ଗତିରେ ଆସୁଥିବା ଦେଖି ଗାଡ଼ିକୁ ଅଟକାଇଥିଲେ। ପୋଲିସ୍ କୁ ଦେଖି କିଛି ବ୍ୟକ୍ତି ଖସି ପଳେଇ ଯିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ କାବୁ କରି ଗାଡ଼ି କୁ ଯାଞ୍ଚ କରିଥିଲେ।ଯାଞ୍ଚ କରିବାରୁ ଗାଡ଼ି ଭିତରୁ ଜରି ବ୍ୟାଗ୍ ରେ ଗଂଜେଇ ଥିବାର ଜଣା ପଡ଼ିଥିଲା।ଜବତ ଗଞ୍ଜେଇ କୁ ଓଜନ କରା ଯିବାରୁ ୬୨ କେଜି ୪୦୦ ସହ ଗ୍ରାମ ଜଣା ପଡ଼ିଛି।ଏହି ଗଂଜେଇ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶ ରୁ ଓଡ଼ିଶା ଦେଇ ବାହାର ରାଜ୍ୟ କୁ ଚାଲାଣ ଉଦ୍ୟମ କରୁଥିବା ବେଳେ ଏଥିରେ ତିନି ଜଣ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ଓ ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୬ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ହେବ ବୋଲି ନନ୍ଦପୁର
ଏସଡିପିଓ ଶ୍ରୀ ଦେବେନ୍ଦ୍ର କୁମାର ମଲ୍ଲିକ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP