Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ମଧ୍ୟାହ୍ନ ଭୋଜନ ପ୍ରଦାନ ରେ କଳେଙ୍କାରୀ ଅଭିଯୋଗ ||

29-Jul-2026

ମା କନକଦର୍ଗା ଉଚ୍ଚ ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପ୍ରଦାନରେ କେଲେଙ୍କାରୀ  | 

ଓଡିଶା ଜନ ମତ ବ୍ୟୁରୋ,

ଜଗତସିଂହପୁର ଶିକ୍ଷା ଜ଼ିଲ୍ଲା ଅନ୍ତର୍ଗତ ପିତେଇପୁର ସ୍ଥିତ ମା କନକଦୁର୍ଗା ଉଚ୍ଚ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ରାଜ୍ୟ ସରକାର ଯୋଗାଉଥିବା ମଧ୍ୟାହ୍ନ ଭୋଜନ ପ୍ରଦାନ ରେ ୬ ବର୍ଷ ଭିତରେ ଏକାବନ ଲକ୍ଷ୍ୟ ରୁ ଉର୍ଦ୍ଧ ଟଙ୍କା ର ମହା ଘୋଟଲା ହୋଇଥିବା ବିଦ୍ୟାଳୟ ର ପୁରାତନ ଛାତ୍ର ସୁଜିତ କୁମାର ଦାସ ମୁଖ୍ୟମନ୍ତ୍ରୀ, ଜିଲ୍ଲାପାଳ ଓ ଡିଜି ଙ୍କ ନିକଟରେ ଅଭିଯୋଗ କରିବା ସହିତ ମହାଘୋଟଲା ରେ ସମ୍ପୃକ୍ତ ବ୍ୟକ୍ତି ଙ୍କ ବିରୋଧରେ ବିହିତ କାର୍ଯ୍ୟାନୁଷ୍ଠାନ ଏବଂ ଗିରଫ ଦାବି କରିଛନ୍ତି। କରୋନା ମହାମାରୀ ଠାରୁ ଆରମ୍ଭ କରି ଚଳିତ ବର୍ଷ ପର୍ଯ୍ୟନ୍ତ ଦୀର୍ଘ ୬ ବର୍ଷ ମଧ୍ୟରେ କନକଦୁର୍ଗା ଉଚ୍ଚ ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ସମ୍ପର୍କିତ ଆୟବେୟ ର ହିସାବ ସୁଜିତ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ । ମାତ୍ର ୨ ବର୍ଷର ସୂଚନା ସୁଜିତ ଙ୍କୁ ପ୍ରଦାନ କରାଯାଇ ଥିବା ବେଳେ ଅନ୍ୟ ସୂଚନା ପ୍ରଦାନ ନ କରିବା ପଛରେ ରହସ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ମରାଯାଇଥିବା ସୂଚନା ମୁତାବକ ମା କନକଦୁର୍ଗା ଖାଉଟି ଭଣ୍ଡାର ଅନାମଧେୟ ଜଣେ ବ୍ୟକ୍ତି ଙ୍କ ନାମରେ ଏକାଧିକ ବାପା ନାମରେ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ର ମିଥ୍ୟା ବିଲ ପ୍ରସ୍ତୁତ କରାଯାଇଛି, ଯାହା କି ସେଭଳି କୌଣସି ବ୍ୟକ୍ତି କିମ୍ବା ଭଣ୍ଡାର କନକଦୁର୍ଗା ରେ ଆଦୌ ନାହିଁ । ସେହିପରି  ଗୋଟିଏ ଇନ୍ଧନ ଗ୍ୟାସ ସିଲିଣ୍ଡର ଦାମ ଚାରି ହଜାର ଟଙ୍କା ରୁ ଉର୍ଦ୍ଧ ଟଙ୍କା ରେ କିଣାଯାଇଥିବା ସୂଚନା  ପ୍ରଦାନ କରାଯାଇଛି। ଏହି ଭଳି ବହୁ ମିଥ୍ୟା ବିଲ ପ୍ରସ୍ତୁତ କରି ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ଆସୁଥିବା ମଧ୍ୟାହ୍ନ ଭୋଜନ ଟଙ୍କା ସବୁ ହଡପ କରାଯାଇଛି। ମଧ୍ୟାହ୍ନ ଭୋଜନ ପାଇଁ ଆସୁଥିବା ଟଙ୍କା ହଡପ କାରି ଙ୍କ ବିରୋଧ ରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଏବଂ ସେମାନଙ୍କୁ ଗିରଫ କରିବାକୁ ପୁରାତନ ଛାତ୍ର ସୁଶାନ୍ତ ମୁଖ୍ୟମନ୍ତ୍ରୀ, ଜଗତସିଂହପୁର ଜ଼ିଲ୍ଲାପାଳ ଓ ଡିଜି ଙ୍କ ନିକଟରେ ଦାବି କରିଛନ୍ତି।

News Comment

You Might Also Like

BACK TO TOP