Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ସୋନପୁର ପୋଲିସ ଦ୍ଵାରା 4ଜଣଙ୍କୁ ଗିରଫ ସହ 5କୁଇଣ୍ଟାଲ ଗଞ୍ଜେଇ ଜବତ ||

29-Jul-2026

୫କୁଇଣ୍ଟାଲ ଗଞ୍ଜେଇ ସହ ୪ ଜଣ ଗିରଫ.କଲା ସୋନପୁର ଅବକାରୀ ବିଭାଗ |

ଓଡିଶା ଜନ ମତ ବ୍ୟୁରୋ,

 ଦିନକୁ ଦିନ ଅସତ ଉପାୟରେ ଏବଂ ଅପରାଧୀ କ କାର୍ଯ୍ୟରେ  ଧନ ଅର୍ଜନ କରି ରାତାରାତି ବଡ଼ ହେବାକୁ ଲୋକମାନେ  ଚାଁହୁଚନ୍ତି | ଏବ ସେହ କାର୍ଯ୍ୟକଳାପର ଲିପ୍  ରହ ଥିବା  ଦୃଶ୍ୟ ଦେଖିବାକୁ ମିଳିଛି | ତେବ  ସୋନପୁର ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ପୃଥକ ପୃଥକ ଦୁଇଟି ସ୍ଥାନରେ ଚଢ଼ାଉ କରି ମୋଟ ୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।ଅବକାରୀ ଆରକ୍ଷୀ  ଅଧିକ୍ଷକ ପ୍ରବୀର କୁମାର ଶ୍ରୀମଲଙ୍କ ନିର୍ଦ୍ଦେଶକ୍ରମେ ସୋନପୁର ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ କରାଯାଉଥିବା ବେଳେ ସୋନପୁର–ସମ୍ବଲପୁର ରାସ୍ତାର ପତ୍ରାପାଲି ନିକଟରେ ଏକ ଶୁଖିଲା ଲଙ୍କା ବୋଝେଇ ବୋଲେରୋ ପିକଅପ୍‌ ଗାଡ଼ିକୁ ସନ୍ଦେହରେ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଗାଡ଼ିର ଉପରେ ଶୁଖିଲା ଲଙ୍କା ବୋଝେଇ ଥିବାବେଳେ ତାହାର ତଳେ ଚତୁରତାର ସହ ଲୁଚାଇ ରଖାଯାଇଥିବା ପ୍ରାୟ ୪ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା। ଗତ କାଲି ଲଛିପୁର ପୁଲିସ ଗ୍ୟାସ ଟାଙ୍କି ଭିତରେ ଗଞ୍ଜେଇ ଚାଲାଣ ବେଳେ ଧରିଥିବା ବେଳେ ଆଜି ସୋନପୁର ଅବକାରୀ ଲଙ୍କା ବସ୍ତା ଭିତରେ ଗଞ୍ଜେଇ ଧରିଥିଲେ ଏହି ସବୁ ଘଟଣା ରେ ସ୍ପଷ୍ଟ ଯେ ଗଞ୍ଜେଇ ବେପାରୀ ଏବେ ପ୍ରତିଦିନ ନୂତନ ପ୍ରକାର କୌଶଳ ରେ ଗଞ୍ଜେଇ ଚାଲାଣ କରୁଛନ୍ତି ହେଲେ ଅନେକ ସଫଳତା ପାଉଥିବା ବେଳେ ମାତ୍ର କିଛି ପରିମାଣ ର ଧରା ପଡୁଛନ୍ତି |

News Comment

You Might Also Like

BACK TO TOP