Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବିଷ ପାନ କରି ଚିକିତ୍ସିତ ହେଉଥିବା କାଳୀ ମେଘି ର ଚାଷୀ ବୈରାଗୀ ଙ୍କ ମେଡିକାଲ ରେ ମୃତ୍ୟୁ |

29-Jul-2026

ବିଷ ପାନ କରି ଚିକିତ୍ସାଧୀନ ଅବସ୍ଥାରେ ବୈରାଗୀ ମୃତ l

ଓଡିଶା ଜନମତ, କୋଦଳା :29/07/26

ନରେନ୍ଦ୍ର ନାଥ ଗୌଡ଼ :-,----

-ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ କାଳିମେଘି ପଞ୍ଚାୟତରେ ସେହି ଗ୍ରାମର ବୈରାଗୀ ଗୌଡ଼ (59) କୀଟନାଶକ ବିଷ ପାନ କରି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ ବରଣ କରିଛନ୍ତି l ସେ ଗତ ଶୁକ୍ରବାର ଦିନ ବିଷ ପାନ କରିଥିଲେ l ତାଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଥିଲା l ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଥିଲା l ମୃତକଙ୍କ ମା`, ସ୍ତ୍ରୀ, ଦୁଇ ବିବାହିତ ପୁଅ ଏବଂ ଜଣେ ବିବାହିତ ଝିଅ ଅଛନ୍ତି l ପ୍ରାପ୍ତ ସୂଚନା ଅନୁଯାୟୀ ପେସାରେ ସେ ଜଣେ କୃଷକ l ଅର୍ଥାଭାବରୁ ଜମିବାଡ଼ି ଚାଷବାସ ଏବଂ ଋଣଭାରକୁ ନେଇ ବାପ ପୁଅଙ୍କ ମଧ୍ୟରେ ନିୟମିତ ଝଗଡା ଲାଗି ରହୁଥିଲା l କୌଣସି କାରଣବଶତଃ ଅନ୍ୟନୋପାୟ ହୋଇ ସେ ବିଷପାନ କରିଥିବା ଗ୍ରାମବାସୀଙ୍କ ଠାରୁ ପ୍ରକାଶ l ଶବ ବ୍ୟବଚ୍ଛେଦ ପରେ ଶୋକାକୁଳ ପରିବେଶରେ ଆଜି ତାଙ୍କର ଦାହ ସଂସ୍କାର କରାଯାଇଛି l

News Comment

You Might Also Like

BACK TO TOP