Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ନବ ନିଯୁକ୍ତ ଅଧ୍ୟକ୍ଷ ଙ୍କୁ ସମ୍ବର୍ଦ୍ଧନା ଦେଲେ ତାରା ତାରିଣୀ ପରିଚାଳନା କର୍ମଚାରୀ ସଙ୍ଘ |

29-Jul-2026

ତାରାତାରିଣୀ ମହାବିଦ୍ୟାଳୟ ପରିଚାଳନା କର୍ମଚାରୀ ସଂଘ ପକ୍ଷରୁ ନବନିଯୁକ୍ତ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା,

ଓଡିଶା ଜନ  ମତ ବ୍ୟୁରୋ , 

ପୁରୁଷୋତ୍ତମପୁର, ତା. ୨୯/୦୭/୨୦୨୬: ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟରେ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ଦାସଙ୍କୁ ମହାବିଦ୍ୟାଳୟ ପରିଚାଳନା କର୍ମଚାରୀ ସଂଘ ପକ୍ଷରୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।
ଏହି ଅବସରରେ ଶ୍ରୀ ପ୍ରକାଶ ଚନ୍ଦ୍ର ଜେନା, ଶ୍ରୀମତୀ ହରିପ୍ରିୟା ନାୟକ, ଡଃ ପ୍ରଶାନ୍ତ କୁମାର ପଟ୍ଟନାୟକ, ଶ୍ରୀ ଦେବୀପ୍ରସାଦ ମିଶ୍ର, ଶ୍ରୀ କୃଷ୍ଣଚନ୍ଦ୍ର ନାୟକ, ଖେଳ ଅଧ୍ୟାପକ ଶ୍ରୀ ଶିବ ପ୍ରସାଦ ବେହେରା, ଶ୍ରୀ ନୀଳାଚଳ ଦାଶ, ଶ୍ରୀ ମନୋଜ କୁମାର ପଟ୍ଟନାୟକ, ଶ୍ରୀମତୀ ମଞ୍ଜୁଲତା ଦାଶ, ଜି. ଜଗଦୀଶ୍ୱର ରାଓ, ଶ୍ରୀ ଅନିଲ କୁମାର ବେହେରା, ସୁଶ୍ରୀ ପ୍ରିୟଙ୍କା ମିଶ୍ର, ଶ୍ରୀ ପ୍ରସାଦ ବେହେରା, ସୁଶ୍ରୀ ସାକମ୍ବରୀ ସାହୁ, ଶ୍ରୀମତୀ ଋତୁପର୍ଣ୍ଣା ସ୍ୱାଇଁ, ଶ୍ରୀ ହିମାଂଶୁ ଶେଖର ପଣ୍ଡା, ଶ୍ରୀ ଶୁଭାଶିଷ ପଣ୍ଡା, ଶ୍ରୀ ପ୍ରୀତ୍ୟୁଷ କୁମାର ପଟ୍ଟନାୟକ, ଶ୍ରୀ କୈଳାଶ ବେହେରା, ଶ୍ରୀମତୀ ରିତାଞ୍ଜଳୀ ସାହୁ, ଶ୍ରୀମତୀ ସୁପ୍ରଭା ଦାଶ, ଶ୍ରୀ ଦିଗାମ୍ବର ପଣ୍ଡା, ଶ୍ରୀ ଟୁଲୁ ବେହେରା ଓ ଶ୍ରୀ ଦୀପକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।ଉପସ୍ଥିତ ସମସ୍ତ ସଦସ୍ୟ ନବନିଯୁକ୍ତ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କର ସଫଳ କାର୍ଯ୍ୟକାଳ କାମନା କରିଥିଲେ।

News Comment

You Might Also Like

BACK TO TOP