Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଲଗାଣ ବର୍ଷା ରେ ବୁଡ଼ା ଗୁଡା ହାଇସ୍କୁଲ ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ |

29-Jul-2026

ଲଗାଣ ବର୍ଷାରେ ବୁଡ଼ାଗୁଡ଼ା ହାଇସ୍କୁଲ ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ; ଘଣ୍ଟାଏ ଅଟକିଲା ଆମ୍ବୁଲାନ୍ସ, ହନ୍ତସନ୍ତ ହେଲେ ଯାତ୍ରୀ

ଓଡିଶା ଜନମତ ରାୟଗଡା , ୨୯/୭,

କାମେଶ୍ୱର କରକରିଆ : -----

ଲଗାଣ ବର୍ଷା ଯୋଗୁଁ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ହାଇସ୍କୁଲ ନିକଟରେ ଏକ ବିଶାଳ ବରକୋଳି ଗଛ ମୁଖ୍ୟ ରାସ୍ତା ଉପରେ ପଡ଼ିଯିବାରୁ ପ୍ରାୟ ଘଣ୍ଟାଏ ସମୟ ଧରି ଯାତାୟାତ ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିଲା। ଏହାଫଳରେ ଏକ ଆମ୍ବୁଲାନ୍ସ ସମେତ ଯାତ୍ରୀବାହୀ ବସ୍, କାର ଓ ଅନେକ ଯାନବାହନ ରାସ୍ତାରେ ଅଟକି ରହିଥିବାରୁ ଯାତ୍ରୀମାନେ ହନ୍ତସନ୍ତ ହୋଇପଡ଼ିଥିଲେ। ଘଟଣା ସମ୍ପର୍କରେ ସ୍ଥାନୀୟ ସମାଜସେବୀ ସନ୍ତୋଷ କୁମାର ବଛା କଲ୍ୟାଣସିଂହପୁର ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଖବର ପାଇ ୱାଇସି ବିଜୟ କୁମାର ବେହେରାଙ୍କ ନେତୃତ୍ୱରେ କନଷ୍ଟେବଳ ରମାକାନ୍ତ ସାହୁ, ରାଜେଶ୍ୱର ବେହେରା ଓ ଅନ୍ୟ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗଛ କାଟି ରାସ୍ତା ସଫା କରିଥିଲେ। ପରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା। ଏପଟେ ଲଗାଣ ବର୍ଷା ସମୟରେ ବାରମ୍ବାର ଗଛ ଉପୁଡ଼ି ରାସ୍ତା ଅବରୋଧ ହେଉଥିବାରୁ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୁଖ୍ୟ ସଡ଼କ କଡ଼ରେ ଥିବା ଶୁଖିଲା ଓ ବିପଦସଙ୍କୁଳ ଗଛଗୁଡ଼ିକୁ ଚିହ୍ନଟ କରି ଶୀଘ୍ର କାଟିବା ସହ ପୂର୍ବ ସତର୍କତାମୂଳକ ପଦକ୍ଷେପ ନେବାକୁ ପିଡବ୍ଲ୍ୟୁଡି ବିଭାଗ ପ୍ରତି ସ୍ଥାନୀୟ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀ ଦାବି କରିଛନ୍ତି।

News Comment

You Might Also Like

BACK TO TOP