Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଜିଲ୍ଲପାଳ ଙ୍କ ଦୁଇଦିନିଆ କୋଡ଼ିଙ୍ଗାମାଳି ଖଣି ପ୍ରଭାବିତ ଗ୍ରାମକୁ ଗ୍ରସ୍ତ |

30-Jul-2026

କୋଡିଙ୍ଗାମାଳି ଖଣି ପ୍ରଭାବିତ ଗ୍ରାମଗୁଡ଼ିକରେ ଜିଲ୍ଲାପାଳଙ୍କ ଦୁଇଦିନିଆ ଗସ୍ତ, ବିକାଶ କାର୍ଯ୍ୟର କଲେ ସମୀକ୍ଷା

ଓଡିଶା ଜନମତ ରାୟଗଡା, ୩୦/୭,

କାମେଶ୍ୱର କରକରିଆ :-------

 କୋଡିଙ୍ଗାମାଳି ଖଣି ପ୍ରଭାବିତ ଅଞ୍ଚଳର ବିକାଶ କାର୍ଯ୍ୟର ଅଗ୍ରଗତି ପରଖିବା ସହ ସ୍ଥାନୀୟ ଲୋକଙ୍କ ସମସ୍ୟା ସମ୍ପର୍କରେ ସିଧାସଳଖ ଅବଗତ ହେବା ଉଦ୍ଦେଶ୍ୟରେ ରାୟଗଡା ଜିଲ୍ଲାପାଳ ଅଶୁତୋଷ କୁଲକର୍ଣ୍ଣୀ କାଶୀପୁର ବ୍ଲକର କୋଡିଙ୍ଗାମାଳି ଖଣି ପ୍ରଭାବିତ ଗ୍ରାମଗୁଡ଼ିକରେ କ୍ରମାଗତ ଦୁଇଦିନ ଧରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମ ଦିନ ଅର୍ଥାତ୍ ଜୁଲାଇ ୨୯ ତାରିଖରେ ସେ କଂସାରିଗୁଡ଼ା, କଦାପଦର, ମଣ୍ଡାଗାଁ, ନୂଆସାହି ଓ ଆଣ୍ଠୁଗୁଡ଼ା ଗ୍ରାମ ପରିଦର୍ଶନ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଲୋକଙ୍କ ଅଭାବ, ଅସୁବିଧା ଓ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ଅବଗତ ହେବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଦ୍ୱିତୀୟ ଦିନ ଅର୍ଥାତ୍ ଜୁଲାଇ ୩୦ ତାରିଖରେ ଜିଲ୍ଲାପାଳ କୋଡିଙ୍ଗା, ବାଙ୍କମ୍ବା, ମାଙ୍କଡ଼ାଝୋଲା ଓ ପୁହୁଣ୍ଡି ଗ୍ରାମ ଗସ୍ତ କରିଥିଲେ। ସେଠାରେ ଗ୍ରାମବାସୀଙ୍କ ସହ ମତବିନିମୟ କରି ସରକାରୀ ଯୋଜନାର କାର୍ଯ୍ୟକାରିତା, ମୌଳିକ ସୁବିଧା ଓ ସ୍ଥାନୀୟ ସମସ୍ୟା ସମ୍ପର୍କରେ ସୂଚନା ସଂଗ୍ରହ କରିଥିଲେ। ଗସ୍ତ ସମୟରେ ସେ ଅଙ୍ଗନୱାଡ଼ି କେନ୍ଦ୍ର, ବିଦ୍ୟାଳୟ ଏବଂ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ପ୍ରଦାନ କରାଯାଉଥିବା ସେବାର ମାନ ଯାଞ୍ଚ କରିଥିଲେ। ଏଥିସହ ପାଇପ୍ ଜଳ ଯୋଗାଣ ପ୍ରକଳ୍ପ, ପାନୀୟ ଜଳ ବ୍ୟବସ୍ଥା, ରାସନ ସାମଗ୍ରୀ ବଣ୍ଟନ, ସାମାଜିକ ସୁରକ୍ଷା ଭତ୍ତା ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ।ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ଗ୍ରାମବାସୀଙ୍କ ସମସ୍ୟାର ଶୀଘ୍ର ସମାଧାନ କରିବା ସହ ସମସ୍ତ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମାଞ୍ଚଳର ସାମଗ୍ରିକ ବିକାଶ ଏବଂ ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନାର ସଫଳ କାର୍ଯ୍ୟକାରିତା ପ୍ରତି ଜିଲ୍ଲା ପ୍ରଶାସନ ସର୍ବଦା ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ। ଏହି ଗସ୍ତରେ ରାୟଗଡା ଉପଜିଲ୍ଲାପାଳ ରମେଶ କୁମାର ଜେନା, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତି ମାଝୀ, କାଶୀପୁର ବିଡିଓ, ତହସିଲଦାର ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP