Breaking News

ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||     

ମାଣିକ୍ୟ ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ଦିଲ୍ଲୀ ବିଶ୍ୱ ବିଦ୍ୟାଳୟ ଓନିପୁଣ ସେଲ ଅଧିକାରୀ ମାନେ |

31-Jul-2026

ମାଣିକ୍ୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ନିପୁଣ ସେଲ୍‌ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପ୍ରତିନିଧି ଦଳ |

ଜନମତ ଓଡିଶା,ମାଧବ ବେହେରା,
ଖଲ୍ଲିକୋଟ :  1/8 
​ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ମାଣିକ୍ୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିପୁଣ ଭାରତ ମିଶନ୍‌ ଅନ୍ତର୍ଗତ ଏକ ବିଶେଷ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ଶୁକ୍ରବାର ଦିନ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରତିନିଧିଙ୍କ ସହ ନିପୁଣ ସେଲ୍‌ର ପ୍ରତିନିଧି ଇସ୍ମିତ୍‌ ସିଂ,ପାର୍ଥଜିତ୍‌ ଦାସ, ଅମରଜିତ୍‌ ଜେନା ଓ ଚାନ୍ଦିନୀ କାର୍ଲ  ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷାଦାନର ସ୍ଥିତି ସମୀକ୍ଷା କରିଛନ୍ତି।ଏହି ପରିଦର୍ଶନ ସମୟରେ ପ୍ରତିନିଧି ଦଳ ବିଦ୍ୟାଳୟର ଏଫ୍‌ଏଲ୍‌ଏନ୍‌ (FLN) ଶ୍ରେଣୀଗୃହ, ଶିକ୍ଷଣ ସୋପାନ ରେଜିଷ୍ଟର, ସାକ୍ଷରତା ମିଟର, ଗ୍ୟାଲେରୀ ୱାକ୍‌ ଏବଂ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଫଳାଫଳ  ପ୍ରତ୍ୟକ୍ଷ ଭାବେ ଅନୁଧ୍ୟାନ କରିଥିଲେ। ବିଦ୍ୟାଳୟର ଶିକ୍ଷଣ ପରିବେଶ ଓ ଛାତ୍ରଛାତ୍ରୀଙ୍କ କୃତିତ୍ୱ ଦେଖି ଅତିଥିମାନେ ଅତ୍ୟନ୍ତ ସନ୍ତୋଷ ପ୍ରକାଶ କରିବା ସହ ଭୂୟସୀ ପ୍ରଶଂସା କରିଥିଲେ।ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସତ୍ୟ ନାରାୟଣ ଦାସ ଏବଂ ସି.ଆର୍.ସି.ସି ଶ୍ରୀମତି ଲିପନ ପଣ୍ଡା, ପ୍ରଧାନ ଶିକ୍ଷକ ଶ୍ରୀ ଗଙ୍ଗାଧର ବେହେରା ଉପସ୍ଥିତ ରହି ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ ଆଲୋଚନା କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ନିଷ୍ଠାପର ଉଦ୍ୟମକୁ ପ୍ରଶଂସା କରିଥିଲେ, ଯାହା ଶିକ୍ଷକ ସମାଜକୁ ଆଗକୁ ଆହୁରି ଭଲ କାମ କରିବା ପାଇଁ ଅପୂର୍ବ ପ୍ରେରଣା ଯୋଗାଇଛି।( ଫୋଟୋ )

News Comment

You Might Also Like

BACK TO TOP