Breaking News

ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ + ଛାତ୍ର, ଛାତ୍ରୀ ଙ୍କ ଇଣ୍ଡେକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ |

31-Jul-2026

 +୨ ଛାତ୍ରଛାତ୍ରୀଙ୍କ ଇଣ୍ଡକ୍ସନ୍ କାର୍ଯ୍ୟକ୍ରମ,

 ଓଡିଶା ଜନ ମତ ବ୍ୟୁରୋ 

ତାରାତାରିଣୀ ମହାବିଦ୍ୟାଳୟ, ପୁରୁଷୋତ୍ତମପୁରରେ ନବଭର୍ତ୍ତି +୨ କଳା ଓ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଇଣ୍ଡକ୍ସନ୍ କାର୍ଯ୍ୟକ୍ରମ ଅଧ୍ୟକ୍ଷ *ପ୍ରଫେସର ଅରବିନ୍ଦ ଦାଶଙ୍କ ମାର୍ଗଦର୍ଶନରେ, ଆଇ.କ୍ୟୁ.ଏ.ସି. (IQAC)ର ସ୍ୱତନ୍ତ୍ର ସହଯୋଗରେ ଏବଂ ଏନ୍‌.ଏସ୍‌.ଏସ୍‌. କାର୍ଯ୍ୟକ୍ରମ ଅଧିକାରୀ ଡ. ପ୍ରଶାନ୍ତ କୁମାର ପଟ୍ଟନାୟକ*ଙ୍କ ଆୟୋଜନରେ ଅନୁଷ୍ଠିତ ହୋଇଥିଲା।

ଅଧ୍ୟକ୍ଷ ପ୍ରଫେସର ଅରବିନ୍ଦ ଦାଶ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇ ଶୃଙ୍ଖଳା, ନିୟମିତ ଅଧ୍ୟୟନ ଏବଂ ସର୍ବାଙ୍ଗୀଣ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମରେ ଡ. ପ୍ରଦୀପ କୁମାର ସାହୁ, ଡ. ଶ୍ରୀରାମ ମିଶ୍ର, ଡ. ସୁବ୍ରତ କୁମାର ଷଡ଼ଙ୍ଗୀ, ଡ. ରମେଶ ଚନ୍ଦ୍ର ସେନାପତି, ଡ. ପ୍ରବୀର କେଶରୀ ପ୍ରଧାନ, ଶ୍ରୀ ଗୌରାଙ୍ଗ ଚରଣ ପଟ୍ଟନାୟକ, ଡ. ଯଶୋବନ୍ତ , ଶ୍ରୀ ପ୍ରବୀଣ କୁମାର , ଡ. ପ୍ରକାଶ ଚନ୍ଦ୍ର ବେହେରା, ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର ଏବଂ କଲେଜର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ରହି ନବାଗତ ଛାତ୍ରଛାତ୍ରୀଙ୍କୁ ମହାବିଦ୍ୟାଳୟର ବିଭିନ୍ନ ଶିକ୍ଷାଗତ ଓ ସହପାଠ୍ୟ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରାଇଥିଲେ।

*ଏନ୍‌.ଏସ୍‌.ଏସ୍‌.ର ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନେ* ନବାଗତମାନଙ୍କ ପଞ୍ଜୀକରଣ, ଆସନ ବ୍ୟବସ୍ଥା, ଶୃଙ୍ଖଳା ରକ୍ଷା ଏବଂ କାର୍ଯ୍ୟକ୍ରମର ସୁପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।

ଶେଷରେ ଡ. ପ୍ରଶାନ୍ତ କୁମାର ପଟ୍ଟନାୟକ ଧନ୍ୟବାଦ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମଟି ନବାଗତ ଛାତ୍ରଛାତ୍ରୀଙ୍କୁ ମହାବିଦ୍ୟାଳୟର ପରିବେଶ ସହ ପରିଚିତ କରାଇବାରେ ସଫଳ ହୋଇଥିଲା।

News Comment

You Might Also Like

BACK TO TOP