Breaking News

ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||     

ଯୁବତୀ ହତ୍ୟା ଘଟଣା ର ଫର୍ଦ୍ଦାଫାଶ, ଆନ୍ଦ୍ର ପ୍ରଦେଶ ରୁ ଗିରଫ କଲା ଚାନ୍ଦିଲି ପୋଲିସ |

31-Jul-2026

ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଯୁବତୀ ହତ୍ୟା ଘଟଣାର ପର୍ଦ୍ଦାଫାଶ, ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ଗିରଫ

ଓଡିଶା ଜନମତ ରାୟଗଡ଼ା, ୩୧/୭,

କାମେଶ୍ୱର କରକରିଆ :-------

ରାୟଗଡ଼ା ଜିଲ୍ଲାର ଚାନ୍ଦିଲି ଥାନା ଅଞ୍ଚଳରେ ଘଟିଥିବା ବହୁଚର୍ଚ୍ଚିତ ଜଣେ ଯୁବତୀଙ୍କ ହତ୍ୟାକାଣ୍ଡର ରହସ୍ୟ ଉପରୁ ପର୍ଦ୍ଦା ଉଠାଇଛି ପୋଲିସ। ଦୀର୍ଘ ପ୍ରାୟ ଏକ ମାସର ତଦନ୍ତ ପରେ ଆନ୍ଧ୍ରପ୍ରଦେଶରୁ ଜଣେ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଶୁକ୍ରବାର ରାୟଗଡ଼ା ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସ୍‌ପି ରାଜ ପ୍ରସାଦ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ନଗର ପୋଲିସ କମିଶନରେଟ୍ ଅନ୍ତର୍ଗତ କଞ୍ଚାରପାଲେମ୍ ଗାଙ୍ଗନ୍ନା ନଗରର ବୋଲିସେଟି ସୁରେଶ କୁମାର (୩୦)।ସୂଚନା ଅନୁସାରେ, ଗତ ଜୁନ୍ ୧୭ ତାରିଖରେ ରାୟଗଡ଼ା ସହର ନିକଟସ୍ଥ ଖଲିଗୁଡ଼ାର ଏକ ହ୍ୟୁଣ୍ଡାଇ ଶୋ’ରୁମ୍ ନିକଟରେ ଥିବା ଖାଲି ଜମିରୁ ଏକ ଦୁର୍ଗନ୍ଧଯୁକ୍ତ ବ୍ୟାଗ୍ ଉଦ୍ଧାର କରିଥିଲା ଚାନ୍ଦିଲି ପୋଲିସ। ବ୍ୟାଗ୍ ଖୋଲିବା ପରେ ସେଥିରୁ ଜଣେ ଅଜଣା ଯୁବତୀଙ୍କ ଗଳିତ ମୃତଦେହ ମିଳିଥିଲା। ଏହାକୁ ନେଇ ଚାନ୍ଦିଲି ଥାନାରେ କେସ୍ ନଂ–୧୯୮ ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା।
ପ୍ରଥମେ ମୃତ ଯୁବତୀଙ୍କ ପରିଚୟ ମିଳିନଥିବାରୁ ପୋଲିସ ସୋସିଆଲ ମିଡିଆ ଓ ଗଣମାଧ୍ୟମ ଜରିଆରେ ଫଟୋ ପ୍ରକାଶ କରିଥିଲା। କୌଣସି ଦାବିଦାର ଆଗକୁ ନଆସିବାରୁ ଆଇନଗତ ପ୍ରକ୍ରିୟା ଅନୁଯାୟୀ ଡିଏନ୍‌ଏ ଓ ଜୈବିକ ନମୁନା ସଂରକ୍ଷଣ କରି ମୃତଦେହର ସତ୍କାର କରାଯାଇଥିଲା। ଘଟଣାର ତଦନ୍ତ ପାଇଁ ସିଡବ୍ଲ୍ୟୁଆର୍ ରେଞ୍ଜ ଡିଆଇଜି, କ୍ରାଇମ୍ ବ୍ରାଞ୍ଚ ଓ ସିଏଡବ୍ଲ୍ୟୁର ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ରାୟଗଡ଼ା ସହର ଓ ଚାନ୍ଦିଲି ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ ସହ ରାୟଗଡ଼ା ସାଇବର ସେଲ୍‌ର ସହଯୋଗରେ ଅଭିଯୁକ୍ତଙ୍କ ଗତିବିଧିକୁ ଟ୍ରାକ୍ କରାଯାଇଥିଲା। ଏହାପରେ ଗତ ଜୁଲାଇ ୩୦ ତାରିଖ ସନ୍ଧ୍ୟାରେ ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଗିରଫ କରାଯାଇଥିଲା। ପୋଲିସର କହିବା ଅନୁଯାୟୀ, ମୃତ ଯୁବତୀ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ା ଅଞ୍ଚଳର ବାସିନ୍ଦା ଥିଲେ ଏବଂ ଅଭିଯୁକ୍ତଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା। ଯୁବତୀ ବିବାହ ପାଇଁ ଚାପ ପକାଇବାରୁ ଅଭିଯୁକ୍ତ ତାଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିବା ପୋଲିସ ଦାବି କରିଛି। ପରେ ମୃତଦେହକୁ ଏକ ବ୍ୟାଗ୍‌ରେ ଭର୍ତ୍ତି କରି ଗାଡ଼ି ଯୋଗେ ଆନ୍ଧ୍ରପ୍ରଦେଶରୁ ଆଣି ରାୟଗଡ଼ାରେ ଫିଙ୍ଗି ଦେଇ ଫେରାର ହୋଇଯାଇଥିବା ତଦନ୍ତରୁ ଜଣାପଡ଼ିଛି। ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇ ବିଚାରବିଭାଗୀୟ ହାଜତକୁ ପଠାଯାଇଛି। ଘଟଣାର ଅଧିକ ଫୋରେନ୍‌ସିକ୍ ଯାଞ୍ଚ ଓ ପ୍ରମାଣ ସଂଗ୍ରହ ପ୍ରକ୍ରିୟା ଜାରି ରହିଥିବା ଏସ୍‌ପି ରାଜ ପ୍ରସାଦ ସୂଚନା ଦେଇଛନ୍ତି।ସାମ୍ବାଦିକ ସମ୍ମିଳନୀରେ ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁ, ଚାନ୍ଦିଲି ଥାନା ଆଇଆଇସି ଉତ୍ତମ କୁମାର ସାହୁ ଓ ଏସ୍‌ଆଇ ଆଶୁତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP