Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

କୌଣସି କାରଣରୁ ବ୍ରିଜ ତଳକୁ କାର ଖସି ଚାଳକ ମୃତ ମୃତ ହୋଇଥିବା ସୂଚନା |

01-Aug-2026

ବ୍ରିଜ ତଳକୁ କାର ଖସ  ଚାଳକ ମୃତ ହୋଇଥିବା ସୂଚନା |

   ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା ଅବା ନିଶାଦ୍ରବ୍ୟ ସେବନ କରି ଅଥବା ଗାଡି ବ୍ରେକ ଫେଲ ହେଉ କିମ୍ବ ଯାନ୍ତ୍ରି  ତ୍ରୁଟି ହେଉ କୌଣସି କାରଣରୁ ଏକ  ଦୁଃଖଦ ଘଟଣା ଘଟି ଯାଇଛି ଗଞ୍ଜାମ  ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ତଳକୁ ଏକ କାର ଖସି ଜଣେ ମୃତ୍ୟବରଣ କରିଛନ୍ତି। ଡିମିରିପଲ୍ଲୀ ଛକରେ ଥିବା ଉକ୍ତ ବ୍ରିଜ ତଳକୁ ଭୋର ସମୟରେ ଏଭଳି ଦୁର୍ଘଟଣା ଦେଖିବାକୁ ମିଳିଛି। ଦୁର୍ଘଟଣାଗ୍ରସ୍ତ କାରରେ ମାଲିକ ସୁନୀଲ ମହାନ୍ତି (୪୫) ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ।  କାର ମାଲିକ ଙ୍କ ଘର ଭଞ୍ଜନଗର ସହରର ଏଲଆଇସି କଲୋନୀ ଦ୍ୱିତୀୟ ଲାଇନରେ ବୋଲି ଜଣାପଡ଼ିଛି। ବର୍ତ୍ତମାନ ସେ ଲଣ୍ଡେଇସାହିରେ ପରିବାର ସହ ରହୁଛନ୍ତି। ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଘଟଣାରୁ ପ୍ରକାଶ ଯେ, ସୁନୀଲ ଶୁକ୍ରବାର ସକାଳେ ଭୁବନେଶ୍ବର ରାସ୍ତା ଆଡୁ ଭଞ୍ଜନଗର ଫେରୁଥିଲେ କିମ୍ବା ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିଲେ । ଏହି ସମୟରେ ଡିମିରିପଲ୍ଲୀ ବ୍ରିଜ ଉପରେ ସୁନୀଲ ଗାଡ଼ିରୁ ଭାରସାମ୍ୟ ହରାଇବାରୁ ବ୍ରିଜ ତଳକୁ ପ୍ରାୟ ୨୦ ଫୁଟ ତଳକୁ ଗାଡ଼ିଟି ଓଲଟି ପଡିଥିଲା। ଏହାପରେ ସଂପୃକ୍ତ ଅଞ୍ଚଳବାସୀ ପୁଲିସକୁ ଖବର ଦେବା ସହ ଲୋକଙ୍କ ସହଯୋଗରେ ଚିକିତ୍ସା ପାଇଁ ତାଙ୍କୁ ଭଞ୍ଜନଗର ହସ୍ପିଟାଲ ଅଣାଯାଇଥିଲା। ମେଡିକାଲରେ ସୁନୀଲଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସୁନୀଲ ବିଭିନ୍ନ ବ୍ୟବସାୟ କରୁଥିଲେ। ଗାଡିରେ ଅନ୍ୟ କିଏ ଥିଲେ କି ନାହିଁ ସେନେଇ ସ୍ପଷ୍ଟ ଜଣାପଡ଼ିନାହିଁ।

News Comment

You Might Also Like

BACK TO TOP