Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଷୋଡକ ଗ୍ରାମରେ ବେଆଇନ ଅସ୍ତ୍ର, ଶସ୍ତ୍ର ଓ ନିର୍ମାଣ ସାମଗ୍ରୀ ଜବତ, |

01-Aug-2026

ବେଆଇନ ଅସ୍ତ୍ରଶସ୍ତ୍ର ଓ ନିର୍ମାଣ ସାମଗ୍ରୀ ଜବତ । ଜଣେ ଗିରଫ ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,

  ୦୧/୦୮/୨୦୨୬
ପୋଲସରା ପୋଲିସ ଶୁକ୍ରବାର ଦିନ ପୋଲସରା ବ୍ଳକ ଅନ୍ତର୍ଗତ ସୋଡକ ଗ୍ରାମ ର ବଡ ସାହି ରେ ଚଢାଉ କରି ବେଆଇନ୍ ଅସ୍ତ୍ରଶସ୍ତ୍ର ସହିତ ବନ୍ଧୁକ ନିର୍ମାଣ ସକାଶେ ଆବଶ୍ୟକ କେତେକ ସରଞ୍ଜାମ ଜବତ କରିଥିବା ଜଣାପଡିଛି । ଆଜି ପୋଲସରା ଥାନାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେରେ ପୁରୁଷୋତ୍ତମପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୁଜିତ କୁମାର ନାୟକ ସୂଚନା ଦେଇ କହିଛନ୍ତି ଯେ ପୋଲସରା ଥାନା ପକ୍ଷରୁ ଅପରାଧ ନିୟନ୍ତ୍ରଣ ଓ ବେଆଇନ ଅସ୍ତ୍ରଶସ୍ତ୍ର କାରବାର କୁ ରୋକିବା ପାଇଁ ଚାଲିଥିବା ସ୍ବତନ୍ତ୍ର ଅଭିଯାନ ସମୟରେ ସୂଚନା ପାଇଥିଲେ ଯେ ସୋଡକ ଗ୍ରାମ ର ବଡ଼ସାହି ବାସିନ୍ଦା ପ୍ରତାପ ଭଞ୍ଜ ସାମନ୍ତ ଘରେ ବେଆଇନ୍ ବନ୍ଧୁକ ନିର୍ମାଣ ହେଉଛି । ଫଳରେ ପୋଲିସ ଶୁକ୍ରବାର ରାତିରେ ପ୍ରତାପ ଭଞ୍ଜ ସାମନ୍ତ ଘରେ ଚଢ଼ାଉ କରିଥିଲେ । ଫଳରେ ପୋଲିସ କୁ ପ୍ରତାପ ଭଞ୍ଜ ସାମନ୍ତ ଘରୁ ଦୁଇଟି ଦେଶି ବନ୍ଧୁକ , ଗୋଟିଏ ଭଙ୍ଗା ଦେଶି ବନ୍ଧୁକ , ଲୁହାର ବିଭିନ୍ନ ଉପକରଣ , ସହିତ ବିପୁଳ ପରିମାଣର ବନ୍ଧୁକ ନିର୍ମାଣ ସକାଶେ ଆବଶ୍ୟକ ସାମଗ୍ରୀ ମିଳିଥିଲା ।  ପ୍ରତାପ ଭଞ୍ଜ ସାମନ୍ତ ଦୀର୍ଘ ଦିନ ହେଲା ବେଆଇନ ଭାବେ ଦେଶୀ ବନ୍ଧୁକ ନିର୍ମାଣ କରି ବ୍ୟବସାୟ କରୁଥିବା ପୋଲିସ ସନ୍ଦେହ କରୁଛି । ଏହି ମାମଲାରେ ପୋଲିସ ପ୍ରତାପ ଭଞ୍ଜ ସାମନ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଆରକ୍ଷୀ ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ନାୟକ ଙ୍କ ସମେତ ଥାନା ଅଧିକାରୀ କୌଶିକ ମାଝୀ , ଏସ୍ ଆଇ ମିଲନ ପ୍ରଧାନ ଏବଂ ଅନ୍ୟ ଆରକ୍ଷୀ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP