Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଫସଲ ବୀମା ସମୟ ସୀମା ବୃଦ୍ଧି ଦାବିରେ ସ୍ମାରକ ପତ୍ର ପ୍ରଦାନ କଲେ ଓଡିଶା କୃଷକ ସଭା କର୍ମକର୍ତ୍ତା |

02-Aug-2026

ଫସଲ ବୀମାସମୟ ସୀମା ଅବଧି ବୃଦ୍ଧି ଦାବୀରେ ଓଡିଶା କୃଷକସଭା  ପକ୍ଷରୁ ସ୍ମାରକପତ୍ର ପ୍ରଦାନ ।

 ଓଡିଶା ଜନ ମତ,ଛତ୍ରପୁର, ତା. ୩୦ / ୭,

କେ.ସତ୍ୟନାରାୟଣ ରେଡ୍ଡୀ:-===

ଅଖିଳ ଭାରତ କୃଷକସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟୀ ପକ୍ଷରୁ ଜିଲ୍ଲା ସଭାପତି କମ୍ରେଡ ପି. ହରିକୃଷ୍ଣ ରେଡ୍ଡୀ ଙ୍କ ସମେତ ଏକ ପ୍ରତିନିଧି ମଣ୍ଡଳୀ ଆସି ଗଞ୍ଜାମ ଜିଲ୍ଲାପାଳ ଙ୍କ ସହ ସାକ୍ଷାତ କରି ୮ଦଫା ଦାବୀ ସମ୍ବଳିତ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ଗୁରୁବାର ପ୍ରଦାନ କରିଛନ୍ତି ।
ଗଞ୍ଜାମ ଜିଲ୍ଲାର ଚାଷୀମାନଙ୍କ ସମସ୍ୟା କୁ ଭିତ୍ତି କରି କେତେକ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବା ସାଂଗକୁ ଫସଲ ବୀମା ସମୟସୀମା ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି । ଏଥି ସମେତ ୮ଟି ଦାବୀ ନେଇ ଜିଲ୍ଲାପାଳ  ୱି. କୀର୍ତ୍ତି ଭାସନ ଙ୍କ ସହିତ ଆଲୋଚନା କରି ଉକ୍ତ ଦାବୀ ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଆଲୋଚନାରେ ରାଜ୍ୟ ସରକାର ଙ୍କୁ ବୀମା ଅବଧି ବୃଦ୍ଧି କରିବା ପାଇଁ ଜଣାଇବା ସାଂଗକୁ ଅନ୍ୟାନ୍ୟ ଦାବୀ ପୂରଣ କରିବା ପାଇଁ ଦୃଷ୍ଟି ଆକର୍ଷଣ କରିବାରେ ଗଞ୍ଜାମ ଜିଲ୍ଲାପାଳ ନିର୍ଭର ପ୍ରତିଶୃତି ଦେଇଥିବା କୁହାଯାଇଛି । ଏହି ପ୍ରତନିଧି ମଣ୍ଡଳୀରେ କୃଷକ ସଭା ର ରବୀନ୍ଦ୍ର ଆଚାରୀ, ନିରଞ୍ଜନ ରେଡ୍ଡୀ. ଦେବରାଜ ବେହେରା ପ୍ରମୁଖ ଯୋଗଦେଇ ଗଞ୍ଜାମ ଜିଲ୍ଲାର ଚାଷୀ ଙ୍କ ହିତ ସାଧନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ ଉପସ୍ଥାପନା କରିଥିଲେ ।।

News Comment

You Might Also Like

BACK TO TOP