Breaking News

ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||     

କୃଷି ସମବାୟ ସମିତି ରେ ସମ୍ପାଦକ ପଦ ନିଯୁକ୍ତି ପାଇଁ ରେଢ଼ୁଆ ଗ୍ରାମବାସୀ ଙ୍କ ଦାବି |

02-Aug-2026

ରେଢ଼ୁଆ ପ୍ରାଥମିକ କୃଷି ସମବାୟ ସମିତି ରେ ସମ୍ପାଦକ ନିଯୁକ୍ତି ପାଇଁ ଦାବି।
ଓଡିଶା ଜନ ମତ ବ୍ୟୁରୋ, 

ଜଗତସିଂହପୁର ଜ଼ିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ରେଢ଼ୁଆ ପ୍ରାଥମିକ କୃଷି ସମବାୟ ସମିତି ରେ ୩ ମାସରୁ ଉର୍ଦ୍ଧ ହେଲାଣି ସମ୍ପାଦକ ଜଣେ ନିଯୁକ୍ତି ହୋଇପାରିନାହିଁ। ଯାହାଦ୍ୱାରା ଅଞ୍ଚଳ ବାସି ବହୁ ଅସୁବିଧାର ସମ୍ମୁଖୀନ ହେବା ସହିତ  ଚାଷୀ ଚାଷ କାର୍ଯ୍ୟ ପାଇଁ ସାର, ଔଷଧ ବା ଅନ୍ୟାନ୍ୟ ଜିନିଷ  ପାଇ ପାରୁନାହାନ୍ତି। ରେଢ଼ୁଆ ପ୍ରାଥମିକ କୃଷି ସମବାୟ ବ୍ୟାଙ୍କ ରେ ହଜାର ହଜାର ଜମାକାରି ରୋଗ, ବୈରାଗ୍ୟ ରେ ପଡିଲେ କିମ୍ୱା କୃଷି କାର୍ଯ୍ୟ କରିବା ନିମନ୍ତେ ବ୍ୟାଙ୍କ ରୁ ଟଙ୍କା ଉଠାଇ ନପାରି ବହୁ ଅସୁବିଧାର ସମ୍ମୁଖୀନ ହେଉ ଥିବାର ଦେଖିବାକୁ ମିଳିଛି। ଏଥି ନିମନ୍ତେ ଜ଼ିଲ୍ଲା କୃଷକ ସଂଗଠନ ପକ୍ଷରୁ ସଭାପତି ଗୋବିନ୍ଦ ଚନ୍ଦ୍ର ଜେନା, ସମ୍ପାଦକ ବାବାଜୀ ଚରଣ ଜେନା, ଉପ ସଭାପତି ସାରଦା ପ୍ରସାଦ ରାୟ,  ଯୁଗ୍ମ ସମ୍ପାଦକ ଅଭୟ ସାମନ୍ତରାୟ,  କୋଷାଧକ୍ଷ ସିଦ୍ଧାର୍ଥ ତ୍ରିପାଠୀ,  ବିପିନୀ ବିହାରୀ ସ୍ୱାଇଁ ଓ ଅଶୋକ କୁମାର ବେହେରା ପ୍ରମୁଖ ଜ଼ିଲ୍ଲାପାଳ ଙ୍କୁ ଭେଟି ଦାବିପତ୍ର ପ୍ରଦାନ କରି ତୁରନ୍ତ ସମ୍ପାଦକ ନିଯୁକ୍ତି ନିମନ୍ତେ ଦାବି ଜଣାଇଛନ୍ତି।

News Comment

You Might Also Like

BACK TO TOP