Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବଜ୍ରପାତ ଘଟି ଦୁଇ ମୃତ, ଦୁଇ ଗୁରୁତର |

02-Aug-2026

ଚଣ୍ଡିତଳ ପଞ୍ଚାୟତ ରେ ବଜ୍ରପାତଘଟି ଦୁଇ ମୃତ ଦୁଇ ଗୁରୁତ୍ୱର।

ଓଡିଶା ଜନ ମତ ବ୍ୟୁରୋ,

ବର୍ତମାନ ଅଦିନିଆ ବର୍ଷା ଓ ବଜ୍ରପାତ  ଯୋଗୁଁ ବେଳେ ବେଳେ ନିରୀହ ପଶୁ,  ପକ୍ଷୀ ମଣିଷଙ୍କ ଜୀବନ ଚାଲି ଯାଉଥିବା  ବେଳେ ଏବେ ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣଙ୍କର ଅବସ୍ଥା ଗୁରୁତ୍ୱର ହୋଇ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ଖବର ମିଳିଛି।ଘଟଣା ରୁ ପ୍ରକାଶ ଚଣ୍ଡିତଳ ପାଞ୍ଚୟତ କୁମାର ମଲ୍ଲିକଙ୍କ ପୁତ୍ର ଚନ୍ଦନ ମଲ୍ଲିଲ,ସମିଆ ପଂଚାୟତ ବନ୍ଧୁ ପରିଜନଙ୍କ କ୍ଷେତରେ କାମ କରୁଥିବା ସମୟରେ ବଜ୍ରପାତ ହେବାରୁ ସଂଜ୍ଞା ହୀନ ହୋଇ ପଡ଼ିଥିଲେ।ତାଙ୍କୁ ସ୍ଥାନୀୟ ବଡ଼ଚଣା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ବନ୍ଦାଳ ପାଞ୍ଚୟତ ର ଜଣେ ଯୁବକ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ଘଟି ମୃତ ହୋଇଥିବା ଖବର ମିଳିଛି। ବର୍ତ୍ତମାନ ଅଭିମନ୍ୟୁ ମଲ୍ଲିକ ଓ ଲିପୁନା ମଲ୍ଲିକ ଗୁରୁତ୍ୱର ସହ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ଖବର ମିଳିଛି।ଖବର ପାଇ ବଡ଼ଚଣା ବିଧାୟକ ଅମର କୁମାର ନାୟକ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇ ମୃତକ ଙ୍କ ପରିବାରଙ୍କୁ ସ୍ୱାନ୍ତନା ଦେବା ସହ ଶୋକ ବ୍ୟକ୍ତ କରିଥିଲେ।

News Comment

You Might Also Like

BACK TO TOP