Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବରିଷ୍ଟ କଳାକାର ସଙ୍ଘ ପକ୍ଷରୁ ବନ୍ଧୁତା ଦିବସ ପାଳିତ |

02-Aug-2026

ବରିଷ୍ଠ କଳାକାର ସଂଘ ପକ୍ଷରୁ ବନ୍ଧୁତା ଦିବସ ପାଳିତ ।

ଓଡିଶା ଜନ ମତ , ବ୍ରହ୍ମପୁର , 

କୈଳାଶ ଚନ୍ଦ୍ର ଚୌଧୁରୀ ;,u===
କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ବ୍ରହ୍ମପୁର ସହର ଉପକଣ୍ଠ ସ୍ଥିତ ଫୁଲଟା ନାରାୟଣୀ ମନ୍ଦିର ପରିସରରେ ସଂଘ ସଭାପତି ସୀମାନ୍ତ ନଟରାଜ ଡ଼ା. ତିରୁପତି ସାହୁଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଂଘ କୋଷାଧ୍ୟକ୍ଷ ତଥା ବରିଷ୍ଠ ଗ୍ରାମୀଣ ନାଟ୍ୟ ଗୁରୁ ଅଭିରାମ ରାଉଳଙ୍କ ୭୦ତମ ଜନ୍ମଦିନ ପାଳନ କରାଯାଇଥିଲା। ଓଡ଼ିଶା ନାଟକ ସମାରୋହ ସମିତି ସଭାପତି ଅନିଳ କୁମାର ପାତ୍ର, ଗଞ୍ଜାମ ଜିଲ୍ଲା କଳାକାର ସଂଘ ସଭାପତି ଶଙ୍କର୍ଷଣ ସାବତ, କଳାପ୍ରାଣ କୈଳାସ ଚନ୍ଦ୍ର ପାଣିଗ୍ରାହୀ, ବକୃଷ୍ଠ ଶିକ୍ଷାବିତ୍ ମୃତ୍ୟୁଞ୍ଜୟ ତ୍ରିପାଠୀ, ନାଟ୍ୟ ନିର୍ଦ୍ଦେଶକ ସୁଦାମ ପଟ୍ଟନାୟକ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଭାରତ ବର୍ଷରେ ଅଗଷ୍ଟ ମାସ ପ୍ରଥମ ରବିବାର ପାଳିତ ହେଉଥିବା ବନ୍ଧୁତ୍ୱ ଦିବସ ସମ୍ପର୍କରେ ସମ୍ୟକ ଆଲୋକପାତ ସହିତ ନାଟ୍ୟଗୁରୁ ଅଭିରାମ ରାଉଳଙ୍କ ନାଟ୍ୟ ଜୀବନ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ। ସଂଘ ତରଫରୁ ଅଭିରାମ ବାବୁଙ୍କୁ ଜନ୍ମଦିନ ବଧେଇ ସହ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘ ସମ୍ପାଦକ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସ୍ୱାଗତ ଭାଷଣ, ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନା କ୍ଷେତ୍ରରେ ସର୍ବଶ୍ରୀ ହରିଶ୍ଚନ୍ଦ୍ର ବରଡ଼, ଚିତ୍ତ ରଂଜନ ଦଳେଇ, ମହେନ୍ଦ୍ର କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ। ପରିଶେଷରେ ସହ ସମ୍ପାଦକ ବଳଦେବ ସାହୁ ଆନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP