Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଦକ୍ଷିଣପୁର କ୍ଲଷ୍ଟର ର ଦ୍ୱତୀୟମାସିକ କ୍ଲଷ୍ଟର ବୈଠକ 2026 |

02-Aug-2026

ଦକ୍ଷିଣ ପୁର କ୍ଲଷ୍ଟରସ୍ଥ ଦ୍ୱିତୀୟ ମାସିକ କ୍ଲଷ୍ଟର - ବୈଠକ -2026,

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ ;,------
ଦକ୍ଷିଣପୁର କ୍ଲଷ୍ଟରସ୍ଥ ଆମ୍ବଗଡ଼ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ଦ୍ୱିତୀୟ ଏମସିଏମ ଅନୁଷ୍ଠିତ ହୋଇଯାଇଛି. ଏହି ବୈଠକରେ ଆମ୍ବ ଗଡ଼ ସମବାୟ ସମିତି ସଭାପତି ଥତା ଏହି ଅଞ୍ଚଳର ଯୁବ ଶିକ୍ଷାବିତ କାହ୍ନୁ ଚରଣ ପାତ୍ର ମୁଖ୍ୟ ଅତିଥି ଓ ବିଦ୍ୟାଳୟର ନୂତନ ଏସଏମସି ସଭାପତି ଓ ପୂର୍ବତନ ସଭାପତି ଲକ୍ଷ୍ମୀ ପାତ୍ର ସମ୍ମାନିତଅଥିତି ଭାବେ ଯୋଗଦେଇ ଥିଲେ. ମୁଖ୍ୟ ଅତିଥି କାହ୍ନୁ ଚରଣ ପାତ୍ର ଜଗତରନାଥ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭକରିଥିଲେ. ଭେନୁ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସୁନିତା ସାହୁ ମଞ୍ଚ ପରିଚାଳନା କରି ଅତିଥି ମାନଙ୍କ ପରିଚୟ କରିଥିଲେ ଓ ବିଦ୍ୟାଳୟର ଶିକ୍ଷକ ମାନସ ରଞ୍ଜନ ମିଶ୍ର, ଲକ୍ଷ୍ମୀକାନ୍ତ ମହାପାତ୍ର, ଜନତା ସାହୁ, ସୁମିତ୍ରା ମହାପାତ୍ର ଓ ଆଞ୍ଚଲ ବିଶୋଇ ସହଯୋଗ କରିଥିଲେ. କ୍ଲଷ୍ଟରର 12 ଗୋଟି ବିଦ୍ୟାଳୟର ସମସ୍ତ ପ୍ରଧାନ ଶିକ୍ଷୟତ୍ରୀ ଓ ଏଫଏଲଏନ ଶିକ୍ଷକଓ ଶିକ୍ଷୟତ୍ରୀ ମାନେ ଏମସିଏମରେ ଯୋଗ ଦେଇଥିଲେ. ଗୁଣ୍ଠବନ୍ଧ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା କୁମାରୀ ସାହୁ , ଦକ୍ଷିଣପୁର ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଏ. ପୁଷ୍ପଲତା ଓ ରଶ୍ମିତାକୁମାରୀ ପ୍ରଧାନ, ଲାଞ୍ଜିଆ ପ୍ରଧାନ ଶିକ୍ଷୟତ୍ରୀ ନମିତା କୁମାରୀ ମହାରଣା ଓ ରଞ୍ଜୁଲତା ପଟ୍ଟନାୟକ, ବାଳକୃଷ୍ଣପୁର ପ୍ରଧାନ ଶିକ୍ଷୟତ୍ରୀ ଶଶୀରେଖା ମଳିକ ଓ ରାଜଲକ୍ଷ୍ମୀ ନାହାକ , ପଦରବାଲି ପ୍ରଧାନ ଶିକ୍ଷୟତ୍ରୀ ଅଳକା ମିଶ୍ର, ଭଗବାନପୁର ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ କନକ ଲତା ମହାନ୍ତି , ବୁଦାଲୁଣ୍ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମହାଲକ୍ଷ୍ମୀ କର , ଏସ /ଏସ କୁମ୍ଭଝରି ଶିକ୍ଷକ ପି. ନରସିଂହ, ବିରିବାଡିଆ ପ୍ରଧାନ ଶିକ୍ଷକ ସୋମିୟ ରଞ୍ଜନ ଦାଶ,ଶିକ୍ଷକ   ତଳ କୁମ୍ବଝରି ପ୍ରଧାନ ଶିକ୍ଷୟତ୍ରୀ ସୁଶ୍ରୀ ସଂଗୀତା ପାତ୍ର. ବାଘଝରି ପ୍ରଧାନ ଶିକ୍ଷୟତ୍ରୀ ସରସ୍ବତୀ ଆଚାରୀ ଯୋଗ ଦେଇ ଥିଲେ.କ୍ଲଷ୍ଟର ସିଆରସିସି ଦୁଷ୍ମନ୍ତ କୁମାର ପଟ୍ଟନାୟକ ଓ ସିଆରଜି ଗୀତାଞ୍ଜଳି ବିଶୋଇ ଉପସ୍ଥିତି ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଏମସିଏମ କୁ ସ୍ୱାଗତ କରି ଏମସିଏମକୁ ପରିଚାଳନା କରିଥିଲେ ଏବଂ ସମସ୍ତ ବିଷୟ ବସ୍ତୁ ଉପରେ ଆଲୋଚନା କରିଥିଲେ ଓ ଏଵିଓ ତଥା ଵିଆରସିସି ବସନ୍ତ କୁମାର ସେଠି ଏମସିଏମ ରେ ଉପସ୍ଥିତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ବିଭିନ୍ନ ପ୍ରଶ୍ନ ପଚାରି ବିଦ୍ୟାଳୟରେ କିପରି ଏମସିଏମ ରେ ଥିବା ବିଷୟ ବସ୍ତୁକୁଶିକ୍ଷାର୍ଥୀ ମାନଙ୍କ ନିକଟରେ ଠିକ ଭାବେ ରେ   ଉପସ୍ଥାପନା କରିବେ ସେଥି ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ .ବିଦ୍ୟାଳୟ ପାଚିକା ମାନେ ଭୋଜନ ପ୍ରସ୍ତୁତି ଓ ପରିବେଷଣ ଦାୟିତ୍ୱନେଇଥିଲେ.

News Comment

You Might Also Like

BACK TO TOP