Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ନାଗା ବଳୀ ନଦୀରୁ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର ||

03-Aug-2026

ନାଗାବଳୀ ନଦୀରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର; ୭୨ ଘଣ୍ଟା ପାଇଁ ଶବଗୃହରେ ସଂରକ୍ଷିତ, ତଦନ୍ତରେ ଶେଷଖାଲ ପୋଲିସ

ଗୁରୁରାଜଗୁଡ଼ା ନିକଟରେ ଭାସୁଥିବା ଅବସ୍ଥାରେ ମିଳିଲା ମୃତଦେହ; ପରିଚୟ ଅସ୍ପଷ୍ଟ, ମୃତ୍ୟୁ ୨ - ୩ ଦିନ ପୂର୍ବରୁ ଘଟିଥିବା ସନ୍ଦେହ

ଓଡିଶା ଜନମତ ରାୟଗଡ଼ା, ୩/୮,

କାମେଶ୍ୱର କରକରିଆ  :-----

 ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ଶେଷଖାଲ ଥାନା ଅଧୀନ ଗୁରୁରାଜଗୁଡ଼ା ନିକଟସ୍ଥ ନାଗାବଳୀ ନଦୀରୁ ସୋମବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ବୟସ ଆନୁମାନିକ ୨୦ରୁ ୨୫ ବର୍ଷ ହେବ ବୋଲି ପୋଲିସ ପକ୍ଷରୁ ଅନୁମାନ କରାଯାଉଛି। ସୂଚନା ଅନୁସାରେ, ସକାଳ ପ୍ରାୟ ୯ଟା ସମୟରେ ସ୍ଥାନୀୟ ଲୋକେ ନାଗାବଳୀ ନଦୀରେ ଏକ ମୃତଦେହ ଭାସୁଥିବା ଦେଖି ଶେଷଖାଲ ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ, ଡିଏଫ୍‌ଏସ୍‌ଏଲ୍ (DFSL) ସାଇଣ୍ଟିଫିକ୍ ଟିମ୍ ଏବଂ ଏଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହକୁ ନଦୀରୁ ଉଦ୍ଧାର କରି ପଞ୍ଚନାମା କାର୍ଯ୍ୟ ଶେଷ କରିଥିଲେ। ପୋଲିସ ସୂଚନା ଅନୁଯାୟୀ, ମୃତଦେହଟି ସମ୍ପୂର୍ଣ୍ଣ ଫୁଲିଯାଇଥିବାରୁ ମୁହଁ ଚିହ୍ନଟ କରିବା ସମ୍ଭବ ହୋଇନାହିଁ। ପ୍ରାଥମିକ ଅନୁମାନ ଅନୁସାରେ, ଯୁବକଙ୍କ ମୃତ୍ୟୁ ପ୍ରାୟ ୨ରୁ ୩ ଦିନ ପୂର୍ବରୁ ଘଟିଥିବା ସନ୍ଦେହ କରାଯାଉଛି। ପରିଚୟ ଜାଣିବା ପାଇଁ ମୃତଦେହକୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଶବଗୃହରେ ସୁରକ୍ଷିତ ଭାବେ ସଂରକ୍ଷଣ କରାଯାଇଛି। ମୃତ୍ୟୁର ପ୍ରକୃତ କାରଣ ସମ୍ପର୍କରେ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ, ଘଟଣାକୁ ନେଇ ଶେଷଖାଲ ଥାନା ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି। ମୃତକଙ୍କ ପରିଚୟ ମିଳିବା ପରେ ଘଟଣାର ଅଧିକ ସତ୍ୟତା ସାମ୍ନାକୁ ଆସିବ ବୋଲି ପୋଲିସ ଆଶା ପ୍ରକାଶ କରିଛି।

News Comment

You Might Also Like

BACK TO TOP