Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ସ୍ୱାମୀ ଅରୂପା ନନ୍ଦ ଡିଗ୍ରୀ କଲେଜରେ ପୁଣି ବିଶୃଙ୍ଖଳା ସୂଚନା |

04-Aug-2026

ସ୍ଵାମୀ ଅରୁପାନନନ୍ଦ ଡିଗ୍ରୀ କଲେଜ ରେ ପୁଣି ବିଶୃଙ୍ଖଳା।
ଓଡ଼ିଶା ଜନମତ,  ଜଗତସିଂହପୁର
ଜ୍ୟୋତି ରଞ୍ଜନ ପଟ୍ଟନାୟକ :-----

ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ସ୍ଵାମୀ ଅରୁପାନନ୍ଦ ଡିଗ୍ରୀ କଲେଜର ନିଲମ୍ବିତ ଅଧ୍ୟକ୍ଷ ଦୟାନିଧି ରାଉତରାୟ  ନିଜ କଲେଜ ସହକର୍ମୀ ଅଧ୍ୟାପିକା,ଅଧ୍ୟାପକ ଓ ଶିକ୍ଷାକର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରି କିଛି ଦିନ ଜେଲ ଯାଇଥିଲେ। ଜେଲରୁ ଜାମିନରେ ଆସି ଗତ ଶନିବାର ସକାଳୁ ପିଅନ ରବୀନ୍ଦ୍ର ଦାସ ଓ ଦୈତାରି ଜେନାଙ୍କ ଉପସ୍ଥିତିରେ ବଳପୂର୍ବକ ଦୁଇଟି ଆଲମିରା ଖୋଲି ସେଥିରେ ଥିବା ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଦୁଇଟି ବ୍ୟାଗରେ ନେଇଯାଇଥିବା  ଦାୟିତ୍ୱରେ ଥିବା ଅଧକ୍ଷ ଭଗବାନ ଦାସ ରଘୁନାଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ନିଲମ୍ବିତ ଅଧ୍ୟକ୍ଷ ରାଉତରାୟଙ୍କ ପାଖରେ ସମସ୍ତ ଚାବି ରହିଥିବା ଓ ଅଦ୍ୟାବଧି ସେ କୌଣସି କାଗଜ ପତ୍ର ନୂତନ ଅଧ୍ୟକ୍ଷଙ୍କୁ ହସ୍ତାନ୍ତର କରିନଥିବା ନୂତନ ଅଧକ୍ଷ ଦାସ ଏହା ପ୍ରକାଶ କରିଛନ୍ତି।କଲେଜର ପିଅନ ରବୀନ୍ଦ୍ର ଦାସ ଉପଜିଲ୍ଲାପାଳଙ୍କ ନିଲମ୍ବନ ଆଦେଶ ଓ ନୂତନ ଅଧକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବା ଚିଠି ରାଉତରାୟଙ୍କୁ ପ୍ରଦାନ କରିଥିଲେ ବି ସେ ଏହାକୁ ଗ୍ରହଣ କରିନଥିଲେ। ଜଣେ ନିଲମ୍ବିତ କର୍ମଚାରୀ ନିୟମାନୁଯାୟୀ କଲେଜ ଭିତରକୁ ପ୍ରବେଶ କରିବାର ଅନୁମତି ନଥିବାବେଳେ ପିଅନ ଦ୍ବୟ କଲେଜ ଖୋଲି ସଫାସଫି କରିବା ସମୟରେ ଜୋର ଜବରଦସ୍ତ ଏପରି କରିଥିବା ଦାୟୀତ୍ୱରେ ଥିବା ଅଧକ୍ଷ ଦାସ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଥାନାରେ ଅଭିଯୋଗ ହୋଇଥିବା ଏବଂ ତଦନ୍ତ ଜାରି ରହିଥିବା ଘଟଣା ଥାନା ଅଧିକାରୀ ପ୍ରେମଜିତ ଦାସ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP