Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ବାଇକ ବୋଝେଇ କେଣ୍ଟେନର ରେ ନିଆଁଲାଗି ସବୁ ପୋଡ଼ିଗଲା ||

04-Aug-2026

ଆନ୍ଧ୍ର–ଓଡ଼ିଶା ସୀମାରେ 
ବାଇକ୍ ବୋଝେଇ କଣ୍ଟେନରରେ ଲାଗିଲା ନିଆଁ

(ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର |

ଓଡିଶା ଜନ ମତ ବ୍ୟୁରୋ,

ଯେକୌଣସି ସ୍ଥାନରେ ଅଗ୍ନିକାଣ୍ଡ ଘଟିଲେ ନିମିଷକ ମଧ୍ୟରେ ସବୁକିଛି ପୋଡି ଜାଳି  ନଷ୍ଟ ହୋଇଯାଏ | ଏପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ ଅନ୍ତର୍ଗତ ଆର. ସୁୱାଣୀ ସ୍ଥିତ ନୟରା ପେଟ୍ରୋଲ ପମ୍ପ ନିକଟରେ |  ଗତ କାଲି ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମହାରାଷ୍ଟ୍ରରୁ ଓଡ଼ିଶା ଅଭିମୁଖେ ବାଇକ୍ ବୋଝେଇ ଆସୁଥିବା ଏକ କଣ୍ଟେନରର ଚାଳକ କ୍ୟାବିନରେ ହଠାତ୍ ନିଆଁ ଲାଗିଯାଇଥିଲା।
ନିଆଁ ଲାଗିବା ମାତ୍ରେ ଚାଳକ ଓ ସହଚାଳକ ତତ୍କ୍ଷଣାତ୍ କଣ୍ଟେନରରୁ ବାହାରକୁ ଡେଇଁ ପଡ଼ି ନିଜ ପ୍ରାଣ ରକ୍ଷା କରିଥିଲେ। ତେବେ କିଛି ମୁହୂର୍ତ୍ତ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରି ସମଗ୍ର କଣ୍ଟେନରକୁ ବ୍ୟାପିଯାଇଥିଲା। ପେଟ୍ରୋଲ ପମ୍ପ ନିକଟରେ ଘଟଣା ଘଟିଥିବାରୁ ସେଠାରେ ଆତଙ୍କର ପରିବେଶ ସୃଷ୍ଟି ହୋଇଥିଲା। ବିପଦର ଆଶଙ୍କା କରି ପେଟ୍ରୋଲ ପମ୍ପ କର୍ମଚାରୀ ଓ ସ୍ଥାନୀୟ ଲୋକେ ସୁରକ୍ଷିତ ସ୍ଥାନକୁ ଚାଲି ଯାଇଥିଲେ।ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ଉଦ୍ୟମ ଚଳାଇ ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ କଣ୍ଟେନରଟି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଥିଲା।ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କୌଣସି ପ୍ରାଣହାନି ଘଟିନଥିବା ବେଳେ ଚାଳକ ଓ ସହଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। ତେବେ ଘଟଣାକୁ କେନ୍ଦ୍ର କରି କିଛି ସମୟ ପାଇଁ ସମଗ୍ର ଅଞ୍ଚଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଥିଲା। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜାଣିବା ପାଇଁ ସମ୍ପୃକ୍ତ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ଏବଂ କେଉଁ କାରଣରୁ ନିଆଁ ଲାଗିଲା ତା ଉପରେ ତଦନ୍ତ ଚାଲିଛି!|

News Comment

You Might Also Like

BACK TO TOP