Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ପୋଲସରା ବ୍ଳକର ଦୁଇଟି ଉଚ୍ଚ ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁ ଉନ୍ନୀତ |

04-Aug-2026

ପୋଲସରା ବ୍ଲକର ୨ଟି ଉଚ୍ଚ ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ  ଉନ୍ନୀତ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା: ୦୮/୮/୨୦୨୬:-----

 ପିଲାମାନଙ୍କ ଆବଶ୍ୟକ ଶିକ୍ଷାକୁ ଗୁରୁତ୍ଵ ଦେଇ ରାଜ୍ୟ ସରକାର ସମଗ୍ର ରାଜ୍ୟରେ ଅଧିକ ସଂଖ୍ୟାରେ ଉଚ୍ଚ ମାଧ୍ୟମିକ (ଯୁକ୍ତ-୨) ବିଦ୍ୟାଳୟ ଖୋଲିବାକୁ ସ୍ଵାଗତ ଯୋଗ୍ୟ ନିଷ୍ପତି ଏବଂ ଘୋଷଣା କରିଥିଲେ। ଏହି କ୍ରମରେ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକର  କେନ୍ଦୁବାଡ଼ି ଗ୍ରାମ ପଞ୍ଚାୟତ  ସ୍ଥିତ ଶ୍ରୀ ରାଧାକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟ କେନ୍ଦୁବାଡ଼ି ଏବଂ ମାଳତେନ୍ତୁଳିଆ ଗ୍ରାମ ପଞ୍ଚାୟତ  ସ୍ଥିତ ପିଏମଶ୍ରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ମାଳତେନ୍ତୁଳିଆ ଦୁଇଟି ବିଦ୍ୟାଳୟକୁ ପ୍ରଥମ ପର୍ଯ୍ୟାୟରେ ଚୟନ  କରିଛନ୍ତି। ଗଣଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ଦ୍ଵାରା ଘୋଷିତ ଏବଂ ଜିଲ୍ଲା ଶିକ୍ଷାଧିକାରୀ ଗଞ୍ଜାମଙ୍କ ଦ୍ଵାରା ଗତ ଜୁଲାଇ ୨୧  ତାରିଖ ଦିନ ପୋଲସରା ବିଇଓ  ଏବଂ ଏହି ୨ଟି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ନିକଟକୁ  ଆନୁଷ୍ଠାନିକ ଭାବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମାନ୍ୟତା ଦିଆଯିବାକୁ ଖବର ଦିଆଯିବା  ପରେ ବିଇଓ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗା  ପୋଲସରାଙ୍କ ସମେତ ଉଭୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ, ଗ୍ରାମବାସୀମାନଙ୍କ ପକ୍ଷରୁ ଖୁସିରେ ରାଜ୍ୟ ସରକାର, ଗଞ୍ଜାମ ଜିଲ୍ଲାପାଳ, ଜିଲ୍ଲା ଶିକ୍ଷାଧିକାରୀ ଏବଂ ଗଣଶିକ୍ଷା ବିଭାଗ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହିତ ବିଶେଷ କରି ଦୁଇଟି ପଞ୍ଚାୟତର ୧୦ମ ଶ୍ରେଣୀର ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନେ ଦୁରତାରେ ଥିବା ବୁଗୁଡ଼ା, ପୋଲସରା, ବୁଗୁଡ଼ା, ବାଲିପଦର ଆଦି ଶିକ୍ଷା ଅନୁଷ୍ଠାନ ଗୁଡ଼ିକୁ ନ ଯାଇ ଏହି ଦୁଇଟି ବିଦ୍ୟାଳୟରେ ଅଧିକା ୨ ବର୍ଷ ଜ୍ଞାନ ଅର୍ଜ୍ଜନ କରିବାର ସୂଯୋଗ ପାଇପାରିବେ ବୋଲି ଆଶା ବ୍ୟକ୍ତ କରିଛନ୍ତି।

News Comment

You Might Also Like

BACK TO TOP