Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

6ଷ୍ଠ ନ୍ୟାସନାଲ ଆମେଚର ଗେମ୍ସ ପାଇଁ ଓଡିଶାରୁ ମନୋନୀତ ହେଲେ କବାଡି ଖେଳାଳି ଦିଲ୍ଲୀପ |

04-Aug-2026

୬ଷ୍ଠ ନ୍ୟାସନାଲ ଆମେଚର ଗେମ୍ସ ପାଇଁ ଓଡ଼ିଶାରୁ ମନୋନୀତ ହେଲେ କଲ୍ୟାଣସିଂହପୁରର କବାଡି ଖେଳାଳି ଦିଲ୍ଲୀପ

ଓଡିଶା ଜନମତ ରାୟଗଡା, ୪/୮,

କାମେଶ୍ୱର କରକରିଆ : ------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରି ଅଞ୍ଚଳର ଚାଟିକଣା ଗ୍ରାମର ପ୍ରତିଭାବାନ କବାଡି ଖେଳାଳି ଦିଲ୍ଲୀପ କୁମାର ପରିଡ଼ା ପୁଣିଥରେ ନିଜ କ୍ରୀଡ଼ା ନୈପୁଣ୍ୟର ପ୍ରମାଣ ଦେଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେ ଆସନ୍ତା ଅଗଷ୍ଟ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର ଜୟପୁରରେ ଆୟୋଜିତ ହେବାକୁ ଥିବା ୬ଷ୍ଠ ନ୍ୟାସନାଲ ଆମେଚର ଗେମ୍ସ ପାଇଁ ଓଡ଼ିଶା ଦଳରେ ମନୋନୀତ ହୋଇଛନ୍ତି।
ସ୍ୱର୍ଗତ କୁଳମଣି ପରିଡ଼ାଙ୍କ ସାନପୁଅ ଦିଲ୍ଲୀପ ପୂର୍ବରୁ ଇଣ୍ଡୋ-ନେପାଳ ଆନ୍ତର୍ଜାତୀୟ କବାଡି ଚାମ୍ପିଅନସିପରେ ଦମଦାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଜିତି ଦେଶ, ରାଜ୍ୟ ଓ ନିଜ ଅଞ୍ଚଳର ନାମ ଉଜ୍ଜ୍ୱଳ କରିଥିଲେ। ଏହାସହ ସେ ଦୁଇଟି ଜାତୀୟ ଚାମ୍ପିଅନସିପରେ ଅଂଶଗ୍ରହଣ କରି ଗୋଟିଏ ରୌପ୍ୟ ପଦକ ହାସଲ କରିଛନ୍ତି। ରାଜ୍ୟସ୍ତରୀୟ ସିନିୟର ଓ ଜୁନିୟର କବାଡି ପ୍ରତିଯୋଗିତାରେ ମଧ୍ୟ ସେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ରଶଂସା ସାଉଁଟିଛନ୍ତି। ଆସନ୍ତା ଜୟପୁର ଜାତୀୟ ପ୍ରତିଯୋଗିତାରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ କରି ଓଡ଼ିଶା ପାଇଁ ପଦକ ଜିତିବାକୁ ଦିଲ୍ଲୀପ ଦୃଢ଼ ଆଶାବାଦୀ ଥିବା ବେଳେ, ତାଙ୍କ ଏହି ସଫଳତାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳବାସୀ, ସ୍ଥାନୀୟ କ୍ରୀଡ଼ାପ୍ରେମୀ ଓ ଶୁଭେଚ୍ଛୁମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ସମସ୍ତେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଜାତୀୟ ପ୍ରତିଯୋଗିତାରେ ସଫଳତା କାମନା କରିଛନ୍ତି।

News Comment

You Might Also Like

BACK TO TOP