Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ସାର କଳାବଜାରୀ ଉପରେ ଅଚାନକ ଯାଇ ଉପଜିଲ୍ଲାପାଳ ଜବତ କଲେ ସାର ବୋଝେଇ ଟ୍ରକ |

04-Aug-2026

ଉପଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ : ୬ଟି ବଳଦ ସହ ଗାଡ଼ି ଓ ସାର ବୋଝେଇ ଟ୍ରକ ଜବତ

ଓଡିଶା ଜନମତ ରାୟଗଡ଼ ୪/୮,

କାମେଶ୍ୱର କରକରିଆ : -----

ଜିଲ୍ଲାରେ ବେଆଇନ କାର୍ଯ୍ୟକଳାପ ଉପରେ

ଅଙ୍କୁଶ ଲଗାଇବା ଉଦ୍ଦେଶ୍ୟରେ ରାୟଗଡ଼ ଉପଜିଲ୍ଲାପାଳ ରମେଶ କୁମାର ଜେନାଙ୍କ ଦ୍ବାରା ଆଜି ଏକ ଅଚାନକ ପରିଦର୍ଶନ କରାଯାଇଥିଲା। ପରିଦର୍ଶନ ସମୟରେ ଜନତା ଗାଁ ନିକଟରେ ୬ଟି ବଳଦ ବୋଝେଇ ଯାଉଥିବା ଏକ ଗାଡ଼ିକୁ ଜବତ କରାଯାଇଥିଲା। ଏହାପରେ ଜନତା ଗାଁରୁ ଫେରୁଥିବା ବେଳେ ଘାଟି ଅଞ୍ଚଳରେ ସନ୍ଦେହଜନକ ଭାବେ ସାର ବୋଝେଇ ଯାଉଥିବା ଏକ ଟ୍ରକକୁ ମଧ୍ୟ ଅଟକାଇ ଯାଞ୍ଚ କରାଯାଇଥିଲା। ପ୍ରାଥମିକ ଯାଞ୍ଚ ପରେ ଉକ୍ତ ଟ୍ରକକୁ ମଧ୍ୟ ଜବତ କରାଯାଇଥିଲା। ଜବତ ହୋଇଥ‌ିବା ଉଭୟ ଗାଡ଼ିକୁ ପରବର୍ତ୍ତୀ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାୟଗଡ଼ ପୋଲିସଙ୍କ ନିକଟକୁ ହସ୍ତାନର କରାଯାଇଛି। ପ୍ରଶାସନ ପକ୍ଷରୁ ବେଆଇନ ପରିବହନ ଏବଂ ଅନ୍ୟାନ୍ୟ ଅନିୟମିତ କାର୍ଯ୍ୟକଳାପ ବିରୋଧରେ ଏଭଳି ଯାଞ୍ଚ ଓ ଚଢ଼ାଉ ଆଗାମୀ ଦିନରେ ମଧ୍ଯ ଜାରି ରହିବ।

News Comment

You Might Also Like

BACK TO TOP