Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଚୋରା ମଦ ଉପରେ ଖଲ୍ଲିକୋଟ ଅବକାରୀ ବିଭାଗ ର ଚଢ଼ାଉ |

04-Aug-2026

ଖଲ୍ଲିକୋଟ ଅବକାରୀ ବିଭାଗ ତରଫ ରୁ ବେଆଇନ ଚୋରା ମଦ ଜବତ ।

ଓଡ଼ିଶା ଜନମତ, ଖଲ୍ଲିକୋଟ : 04/08/26

ତାରା ଶଙ୍କର ରଥ:-

ଖଲ୍ଲିକୋଟ ଠାରେ ଆଜି ଅବକାରୀ ଥାନାଧିକାରୀ ତେଜସ୍ଵୀନି ପ୍ରଧାନଙ୍କ ତତ୍ୱାବଧାନରେ ଏ. ଏସ.ଆଇ କର୍ଣ୍ଣ ଓରାମ ଏବଂ ଖଲିକୋଟ ଅବକାରୀ ଟିମ୍ ଖଲ୍ଲିକୋଟ ଥାନା ବ୍ରଜରାଜ ପୂର୍ ଛକ ତଥା ଭରସା ଓ କୋଦଳା ଥାନା ଅନ୍ତର୍ଗତ  ବାରସର ଗ୍ରାମରେ ମିଳିତ ଚଢାଉ କରିଥିଲେ । ଏକ ବିଶେଷ ସୂତ୍ରରୁ ଖବର ପାଇ ଉକ୍ତ ଘଟଣାରେ ପ୍ରାୟ 270 ଲିଟର ଦେଶୀ ମଦ ସହ ଦୁଇଟି ବାଇକ୍ ଏବଂ ଗୋଟିଏ ସ୍କୁଟି ଜବତ ହୋଇଥିବା ବେଳେ ଚୋରା ମଦ ବେପାର ଅଭିଯୋଗ ଆଧାରରେ ମଙ୍ଗୁଳି ଦାସ ଓ ବଳରାମ ନାହାକଙ୍କୁ ଗିରଫ କରାଯାଇ କୋର୍ଟ ଫରୱାର୍ଡ କରାଯାଇଅଛି। ଏହି ଚଢାଉରେ କନେଷ୍ଟବଳ ସନ୍ତୋଷ କୁମାର ପ୍ରଧାନ, ମନୋଜ କୁମାର ଲେଙ୍କା ଓ ହରିହର ବେହେରା ପ୍ରମୁଖ ସାମିଲ ଥିଲେ। ଥାନାଧିକାରୀଣି ପ୍ରଧାନଙ୍କ ଅନୁଯାଇ ଚୋରା ମଦ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଏବଂ ଭବିଷ୍ୟତ ରେ ଏହାକୁ ସମ୍ପୂର୍ଣ୍ଣ ଭାବେ ଦମନ କରାଯିବ ସହ ଆଗକୁ ଏହିଭଳି ବ୍ୟାପକ ଚଡାଉ ଜାରିରହିବ ।

News Comment

You Might Also Like

BACK TO TOP