Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ପ୍ରେମିକା ସହ ସମ୍ପର୍କ ରଖି ବିବାହ ପାଇଁ ମନା କରିବାରୁ ଜେଲ ଗଲେ ଯୁବକ |

05-Aug-2026

ପ୍ରେମିକା କୁ ବିବାହ ର ପ୍ରତିଶୃତି ଦେଈ ସମ୍ପର୍କ ରଖି ମନା କରିବାରୁ ଥାନାରେ ଅଭିଯଗ କଲା ପ୍ରେମିକା |

 ଓଡିଶା ଜନ ମତ ବ୍ୟୁରୋ,

ଆଜି କାଲି ପ୍ରେମିକ ମାନେ ପ୍ରେମିକା କୁ ଏବଂ ପ୍ରେମିକା ମାନେ ପ୍ରେମିକ କୁଭଲ ପାଇ କିଛି ଦିନ ସମ୍ପର୍କ ରେ ରହିଲା ପରେ  ଜଣେ ଅନ୍ୟଜଣଙ୍କୁ ଧୋକା ଦେଉ ଥିବାର ନଜିର ବହୁତ ରହିଛି ସେଥିରୁ ବାଦ ଯାଇନି କନ୍ଧମାଳ ଜିଲ୍ଲାର ଜଣେ ଯୁବତୀ |ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା  |ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀ ନ୍ୟାୟ ପାଇଁ ଲଢ଼େଇ କରି ଅଭିଯୁକ୍ତ ପ୍ରେମିକଙ୍କୁ ଧରି ଥାନାରେ ଜିମା ଦେଇଛନ୍ତି।ମିଳିଥିବା ସୂଚନା ମୁତାବକ, କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ଗ୍ରାମର ଜନାଥନ ବଡ଼ସେଠ(୩୦)ନାମକ ଜଣେ ଯୁବକ ଯିଏକି ବେଲଘର କୁଟିଆ କନ୍ଧ ଉନ୍ନୟନ ସଂସ୍ଥାର ମନରେଗାରେ ଟିସି ଭାବେ କାର୍ଯ୍ୟରତ। ହେଲେ ସେ ତୁମୁଡିବନ୍ଧ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ। ପରେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୀର୍ଘ ଦିନ ଧରି ଶାରୀରିକ ସମ୍ପର୍କ ରଖି ଆସୁଥିଲା lଇତି ମଧ୍ୟରେ ଯୁବତୀ ଜଣକ ବିବାହ ପାଇଁ କହିବାକୁ ଜନାଥନ ତାଙ୍କୁ ସିଧାସଳଖ ମନା କରି ଦେଇଥିଲ। ଯୁବତୀ ଜଣକ ପ୍ରତାରଣାର ଶିକାର ହୋଇଥିବା ନେଇ ୨୦୨୫ ଅକ୍ଟୋବର ୨୮ତାରିଖରେ ତୁମୁଡିବନ୍ଧ ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ଯୁବତୀଙ୍କ ଲିଖିତ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା (ନଂ.୮୮/୨୦୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ଅଭିଯୁକ୍ତ ଜନାଥନ ଏହା ଜାଣି ପୋଲିସକୁ ଚକମା ଦେଇ ଲୁଚି ବୁଲୁଥିଲେ।ଯୁବତୀ ଜଣକ ଗତକାଲି ଜନାଥନଙ୍କୁ ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେବୁଲୁଥିବା ବେଳେ କାବୁକରି ନେଇଥିଲେ ପ୍ରେମିକା |ପରେ ସେ ତୁମୁଡିବନ୍ଧ ପୋଲିସକୁ ଖବର ଦେଇ ଜନାଥନଙ୍କୁ ପୋଲିସ ଜିମା ଦେଇଥିଲେ। ତୁମୁଡିବନ୍ଧ ପୋଲିସ ଅଭିଯୁକ୍ତ ଜନାଥନଙ୍କୁ ଗରଫ କରି କୋର୍ଟ ଚାଲାଣ କରିଛି।

News Comment

You Might Also Like

BACK TO TOP